-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜନୀତି

କଳା ପାହାଡ଼ କିଏ ତାର ଉତ୍ତର ମୁଁ ଦେବି: ବାବୁ ସିଂ ସମୀର ମହାନ୍ତିଙ୍କ ମନ୍ତବ୍ୟ ନେଇ ଆଶୋକ ପଣ୍ଡାଙ୍କ ଜବାବ୍ ଭୁବନେଶ୍ବର ଏକାମ୍ର ପ୍ରକଳ୍ପ ନେଇ ଶାସକ-ବିରୋଧୀ ମୁହାଁମୁହିଁ

27-Jun-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଏକାମ୍ର ପ୍ରକଳ୍ପ ନେଇ ଶାସକ ବିଜେପି ଏବଂ ବିରୋଧୀ ବିଜେଡ଼ି ମୁହାଁମୁହିଁ ହୋଇଛନ୍ତି। ପ୍ରକଳ୍ପର ସମୀକ୍ଷା ବିଧାୟକ ବାବୁ ସିଂ କରିଛନ୍ତି। ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ବିଧାୟକ ବାବୁ ସିଂ ଓ ବିଜେପିର ଏକ ଟିମ ଏକାମ୍ର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଆ ଅସ୍ମିତାକୁ ଗୁରୁତ୍ବଦେଉଥିବା ବେଳେ, ପୂର୍ବ ସରକାର କଳା ପାହାଡ଼ ସାଜି ମଠ ମନ୍ଦିରକୁ ମାଟିରେ ମିଶେଇ ଦେଇଥିବା ବାବୁ ସିଂ କହିଛନ୍ତି
ଏକାମ୍ର ପ୍ରକଳ୍ପରେ ବର୍ତ୍ତମାନ ସୁଦ୍ଧା ସେଭଳି କିଛି ଆଖିଦୃଶିଆ କାମ ହୋଇ ନ ଥିବା ଏକାମ୍ର ବିଧାୟକ କହିଛନ୍ତି । ଆମ ସରକାର ତୁରନ୍ତ ପ୍ରକଳ୍ପ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହିତ ଆଲୋଚନା କରିବା ସହ ଶୀଘ୍ର କାମ ସାରିବାକୁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି। ଆଗାମୀ ପୀଢିଙ୍କ ଏକାମ୍ରର ଐତିହ ବେଶ୍ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଛନ୍ତି। ଏକାମ୍ରରେ ବହୁ ପୁରୁଣା ମନ୍ଦିର ରହିଥିଲା। ସେସବୁକୁ ନଷ୍ଟ କରା ଯାଇଛି।

ସେହିପରି ସମୀର ମହାନ୍ତି କହିଛନ୍ତି ପ୍ରକଳ୍ପ ନେଇ ଲୋକଙ୍କୁ ପୂର୍ବ ସରକାର ଅନ୍ଧାରରେ ରଖିଥିଲେ । ସେମାନେ କଳାପାହାଡ଼ ସାଜି ମନ୍ଦିର, ମଠ,ଐତିହ୍ୟ ଭଙ୍ଗାରୁଜା କରିଛନ୍ତି। ପ୍ରକଳ୍ପରେ ଜମିଅଧିଗ୍ରହଣ ସମସ୍ୟା ରହିଛି। ତେବେ ଏବେ କାମ ଆଗେଇବ ବୋଲି ସମୀର ମହାନ୍ତି କହିଛନ୍ତି। କେନ୍ଦ୍ରରେ ଏବେ ଡବଲ ଇଞ୍ଜିନ ସରକାର । ସମୀର ମହାନ୍ତି ସେଇ ବାଟ ଦେଇ ଯିବା ଆସିବା କରନ୍ତି । ମୋ ସହିତ ସେ ଅନେକ ସମୟରେ ଏକାଠି ଚା’ ମଧ୍ୟ ପିଇଛନ୍ତି । ହେଲେ ପ୍ରକଳ୍ପ ଦେଖି ନ ପାରିବା ବୋଲି କହିବା ହାସ୍ୟାସ୍ପଦ କଥା।

ପ୍ରକଳ୍ପ କାମ ଆଗକୁ ଯାଉ ଏହା ସମସ୍ତେ ଚାହାନ୍ତି ବୋଲି ଅଶୋକ ପଣ୍ଡା କହିଛନ୍ତି। ସରକାର ପ୍ରକଳ୍ପକୁ ତୁରନ୍ତ ଶେଷ କରନ୍ତୁ। ଏଭଳି ହେଲେ ମୁଁ ବହୁତ ଖୁସି ହେବି। ବଡ଼ କଥା ହଉଛି ସରକାର ତାଙ୍କର ତୁରନ୍ତ ଲିଙ୍ଗରାଜ ଆଇନକୁ କାର୍ଯ୍ୟ କାରୀ କରନ୍ତୁ । ଏଠି କଳା ପାହାଡ଼ କିଏ ବିଜେପି କହୁ, ତାପରେ ମୁଁ ଏହାର ଜବାବ୍ ଦେବି ବୋଲି ଆଶୋକ ପଣ୍ଡା ବାବୁ ସିଂ ଏବଂ ସମୀର ମହାନ୍ତିଙ୍କ ଉଦ୍ଦେଶ୍ୟରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like