-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ରେ ନାଗରିକ ବିକାଶ ସଂଗଠନ ତରଫରୁ ସ୍ୱତନ୍ତ୍ର ମହିଳା ଗ୍ରାମ ସଭା ଅନୁଷ୍ଠିତ

27-Jun-2024



କୋକସରା  (ତ୍ରିନାଥ ବେଶ୍ରା )
ରାଜ୍ୟସ୍ତରୀୟ ସଂଗଠନର ପ୍ରୋତ୍ସାହନ କ୍ରମେ ଓଡ଼ିଶା ର 17 ଗୋଟି ଜିଲ୍ଲାରେ ମହିଳା ସ୍ଵତନ୍ତ୍ର ଗ୍ରାମସଭା ଆୟୋଜନ କରିବା ଏକ ଅପୂର୍ବ ପଦକ୍ଷେପ l ଓଡ଼ିଶା ଶ୍ରମଜିବି ମଞ୍ଚ ଓ ମହିଳା ଶ୍ରମଜିବି ମଞ୍ଚ ଓଡିଶା ଆନୁକୁଲ୍ୟରେ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ର କୋକସରା, ଲାଞ୍ଜିଗଡ, ଜୁନାଗଡ଼, ନର୍ଲା, ଜୟପାଟଣା ଏପରି 11 ଗୋଟି ବ୍ଲକରେ ମହିଳା ସ୍ଵତନ୍ତ୍ର ଗ୍ରାମସଭା ଆୟୋଜନ କରାଯାଇଥିଲା।ସମଗ୍ର ରାଜ୍ୟରେ ସରକାରଙ୍କ ପଲ୍ଲିସଭା, ଗ୍ରାମସଭାର ବିଲୋପ, ଗ୍ରାମସଭା ଗୁଡିକରେ ଲୋକ ମାନଙ୍କର ତଥା ମହିଳା ମାନଙ୍କର ଭାଗିଦାରିତା ରହୁ ନ ଥିବା ଦେଖି ସଂଗଠନ  ଗ୍ରାମବାସୀ,ଅଙ୍ଗନବାଡ଼ି, ମିଶନଶକ୍ତି, ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାମାନଙ୍କୁ ନେଇ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି ଜିଲ୍ଲାର 22 ଗୋଟି ପଞ୍ଚାୟତରେ ଏକ ସ୍ୱତନ୍ତ୍ର ମହିଳା ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଏହି ମହିଳା ସ୍ଵତନ୍ତ୍ର ଗ୍ରାମସଭାର ମୁଖ୍ୟ ଆଲୋଚ୍ୟ ବିଷୟ ଗୁଡିକ ହେଉଛି ଗାଁରେ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା, ବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ର ଗୁଡ଼ିକରେ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା ସହିତ ପାଇଖାନା ମରାମତି କିମ୍ବା ନିର୍ମାଣ, ଗାଁରେ ଲୋକ ମାନଙ୍କର ପାଇଖାନା ନିର୍ମାଣ ତଥା ମରାମତି ଏବଂ ସ୍ଥାନୀୟ ସମସ୍ୟା ଗୁଡିକ ଉପରେ ଆଲୋଚନା କରାଯାଇଥିଲା।ପଞ୍ଚାୟତର କୋଣ ଅନୁକୋଣରୁ ଆସି ନିଜ ନିଜ ଗ୍ରାମର ସମସ୍ୟା ଉପରେ ସଂଗଠନର କର୍ମକର୍ତ୍ତାଙ୍କ ପାଖରେ ଆପତ୍ତି ଅଭିଯୋଗ କରିଥିଲେ ।ସଂଗଠନ ସମସ୍ତ ଲାଇନ୍ ଡିପାର୍ଟମେଣ୍ଟ ସହିତ ଯୋଗାଯୋଗ କରି କାର୍ଯ୍ୟରତ ଥିବାରୁ ପ୍ରଶାସନିକ ଅଧିକାରୀ ମାନଙ୍କ ଦ୍ୱାରା ପରୋକ୍ଷରେ କାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ଉଦ୍ୟମ କରିଆସୁଅଛି ।ଯଦ୍ୱାରା ଲୋକମାନଙ୍କ ଅନେକ  ସମସ୍ୟା କାର୍ଯ୍ୟକାରୀ ହୋଇ ଆସୁଥିବା ବେଳେ କେତେକ ସମସ୍ୟା ଠିକ ଭାବ ରେ କାର୍ଯ୍ୟକାରି ହେଇପାରୁ ନାହିଁ ।  ଆସନ୍ତା ଦିନରେ ସଂଗଠନର କାର୍ଯ୍ୟକ୍ରମକୁ ପ୍ରଶାସନ କ୍ଷେତ୍ରରେ ଖୁବଶୀଘ୍ର ତ୍ୱରାନ୍ୱିତ ହେବ ବୋଲି ସଂଗଠନର କର୍ମକର୍ତ୍ତା ମାନେ ଦାବି କରିଛନ୍ତି । ଉକ୍ତ ଗ୍ରାମସଭାକୁ ସଂଗଠନ କର୍ମକର୍ତ୍ତା ମାନେ ଯଥା ଜିଲ୍ଲା କୁ ଲିଡ କରୁଥିବା କଲ୍ୟାଣୀ ଦାସ, ବ୍ଲକ ଗୁଡ଼ିକୁ ଲିଡ କରୁଥିବା ବ୍ଲକ୍ ସଂଯୋଜକ ଉପେନ୍ଦ୍ର ସୁନାନୀ, ଜଗନ୍ନାଥ ଶଗଡ଼ିଆ, ମଧୁସୂଦନ ନାଏକ, ବାବୁଲାଲ ତାଣ୍ଡି ସମେତ ଉର୍ମି ଲିଡର ବୀଣାପାଣି ସୁନାନୀ, ପ୍ରେମଶିଳା ପାଣିଗ୍ରାହୀ, ତରୁଣୀ ମାଝୀ ଏବଂ ଜନସାଥୀ ତ୍ରିନାଥ ବେଶ୍ରା, ପର୍ଶୁରାମ ଠାକୁର, ନବୀନ ସୁନାନୀ, ମୁକ୍ତା ଠାକୁର, ଗୋକୁଳ ଛତ୍ରିଆ, ସୁଦର୍ଶନ ନାଏକ, ଟଙ୍କେଶ୍ଵର କୁମାର, ଜ୍ୟୋତି ସେନାପତି, ସନ୍ତୋଷ ବାରିକ, ଅନିଲ ନାଗ ତତ୍ ସହିତ ବ୍ଲକ୍ ସଭାନେତ୍ରୀ ଓ ସଂଗଠନ ମହିଳାମାନେ, ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ଯ ସଭ୍ଯା, CRP, ଅଙ୍ଗନବାଡି କର୍ମୀ, ଆଶା କର୍ମୀ, MBK ଦିଦି ଏବଂ SHG ଗ୍ରୁପର ମହିଳାମାନେ ଉପସ୍ଥିତ ରହି ଗ୍ରାମସଭା କୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like