-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ଙ୍କ ଦ୍ବାରା ନୂତନ ବିଜ୍ଞାନ ଭବନ ଓ ଇନ୍ଦ୍ରାବତୀ ଛାତ୍ରୀ ନିବାସର ଉଦଘାଟନ

27-Jun-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ମହାବିଦ୍ୟାଳୟରେ ନୂତନ ବିଜ୍ଞାନ ଭବନ, ଇନ୍ଦ୍ରାବତୀ ଛାତ୍ରୀ ନିବାସ  ଓ ଥଣ୍ଡା ପାନୀୟ ଜଳ ଯୋଗାଣ ର ଶୁଭ ଉଦଘାଟନ ହୋଇଯାଇଛି। ଅଧ୍ୟକ୍ଷ ଡଃ ଭାସ୍କର ନାଥ ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର କ୍ୟାବିନେଟ୍ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଅନ୍ୟତମ ସମ୍ମାନିତ ଅତିଥି ମାନ୍ୟବର ବିଧାୟକ, ନବରଙ୍ଗପୁର ଶ୍ରୀ ଗୌରୀ ଶଙ୍କର ମାଝୀ,ଅନ୍ୟତମ ବରେଣ୍ୟ ଅତିଥି ଶ୍ରୀ କୁନୁ ନାୟକ, ପୌରାଧ୍ୟକ୍ଷ,ନବରଙ୍ଗପୁର, ଡକ୍ଟର କମଳ ଲୋଚନ ମିଶ୍ର,ଜିଲ୍ଲାପାଳ,ନବରଙ୍ଗପୁର, ଶ୍ରୀ ମହେଶ୍ୱର ଚନ୍ଦ୍ର ନାୟକ,ଅତିରିକ୍ତ - ଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଡଃ ବିଶ୍ୱାଳ ଅତିଥିମାନଙ୍କ ପରିଚୟ ପ୍ରଦାନ ପୂର୍ବକ ସ୍ବାଗତ ଜଣାଇ ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ବିଶ୍ବବ୍ୟାଙ୍କ ଅନୁଦାନରେ ନୂତନ ଭାବେ ନିର୍ମାଣ ହୋଇଥିବା ବିଜ୍ଞାନ ଭବନ, ଇନ୍ଦ୍ରାବତୀ ଛାତ୍ରୀ ନିବାସ, ସିମାଦ୍ରି ମିଶ୍ର ଚାରିଟେବୁଲ ଟ୍ରଷ୍ଟ ସହାୟତାରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଓ ଜିଲ୍ଲାର ସର୍ବପୁରାତନ ମହାବିଦ୍ୟାଳୟର ଐତିହ୍ୟ ସମ୍ପର୍କରେ ବୃତ୍ତଚିତ୍ର ମାଧ୍ୟମରେ ସୂଚନା ଦେଇଥିଲେ ।ଏହି ଅବସରରେ ମାନ୍ୟବର କ୍ୟାବିନେଟ୍ ମନ୍ତ୍ରୀ ବିଜ୍ଞାନ ଭବନ, ଇନ୍ଦ୍ରାବତୀ ଛାତ୍ରୀ ନିବାସ ଓ ଥଣ୍ଡା ପାନୀୟ ଜଳ ପ୍ରକଳ୍ପର ଫିତା କାଟି ଉଦଘାଟନ କରି ଆଗାମୀ ଦିନରେ ନବରଙ୍ଗପୁର ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବା ପାଇଁ ଦୃଢ଼ ପ୍ରତିଶ୍ରୁତି ଦେଇଥିଲେ ଏବଂ ନବରଙ୍ଗପୁରକୁ ଏକ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ପାଇଁ ସମସ୍ତଙ୍କୁ ସହଯୋଗ କରିବାକୁ ଆହ୍ବାନ ଦେଇଥିଲେ । ଅନ୍ୟତମ ଅତିଥି ଭାବରେ ନବରଙ୍ଗପୁର ବିଧାୟକ ଶ୍ରୀଯୁକ୍ତ ମାଝୀ ଜିଲ୍ଲାର ପୁରାତନ ମହାବିଦ୍ୟାଳୟ ଭାବରେ ସରକାରୀ କଲେଜ୍ କରିବା ସହିତ ମହାବିଦ୍ୟାଳୟର ବିକାଶ ପାଇଁ ସମସ୍ତ ପ୍ରକାର ସହଯୋଗ କରିବାକୁ କହିଥିଲେ ।ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ-ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିବାବେଳେ ଅଶୋକ ପାତ୍ର ସ୍ୱାଗତ ସଙ୍ଗୀତ ଗାନ କରିଥିଲେ ଏବଂ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଅଧ୍ୟାପକ ଶମ୍ଭୁ ପ୍ରସାଦ ହୋତ୍ତା ମଞ୍ଚ ପରିଚାଳନା କରିବା ସହିତ ଧନ୍ୟବାଦ୍ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like