-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ବଡ଼ ଧରଣର ଜମି କେଳେଙ୍କାରୀର ଫିଟୁଛି ଗୁମର, ପାତ୍ରପଡ଼ା ଜମି ଜାଲିଆତିକୁ ନେଇ ଦୁଇ ଆଇପିଏସ ଅଧିକାରୀ ମୁହାଁମୁହିଁ*

27-Jun-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ପୁଣି ଉଠିଲା ବହୁଚର୍ଚ୍ଚିତ ପାତ୍ରପଡ଼ା ସରକାରୀ ଜମି ହଡ଼ପ ମାମଲା । ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍ ନାଗେଶ୍ୱର ରାଓଙ୍କ ଟ୍ୱିଟ୍ ପରେ ଫିଟିଛି ପାତ୍ରପଡ଼ା ଜମି କେଳେଙ୍କାରୀ ଗୁମର । କେମିତି ଜଣେ ଆଇପିଏସ ଅଧିକାରୀ ଜମି ଠକାମିର ଶିକାର ହେବା ପରେ ଇଓଡବ୍ଲ୍ୟୁର ଦ୍ୱାରସ୍ଥ ହୋଇଥିଲେ ଏବଂ ପରବର୍ତୀ ସମୟରେ ତାଙ୍କ ଅଭିଯୋଗକୁ କର୍ଣ୍ଣପାତ କରାଗଲା ନାହିଁ, ତା’ର ପର୍ଦ୍ଦାଫାସ କରିଛନ୍ତି ନାଗେଶ୍ୱର ରାଓ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମାମଲାରେ ପୂର୍ବତନ ଡିଜି ସଂଜୀବ ମାରିକଙ୍କ ନାଁ ସାମ୍ନାକୁ ଆସିଛି । ୨୦୧୧ରେ ପାତ୍ରପଡ଼ାରେ ଏକ ପ୍ଲଟ୍ କିଣିଥିଲେ ନାଗେଶ୍ୱର ରାଓ । କିନ୍ତୁ ୪ ବର୍ଷ ପରେ ଜାଲିଆତି ହୋଇଥିବା ସେ ଜାଣିବାକୁ ପାଇଥିଲେ । ଏନେଇ ୨୦୧୫ରେ ଇଓଡବ୍ଲ୍ୟୁରେ ଅଭିଯୋଗ କରିଥିଲେ । କିନ୍ତୁ ତକ୍ରାଳୀନ ଡିଜିପି ସଂଜୀବ ମାରିକଙ୍କ ଚାପରେ ଇଓଡବ୍ଲ୍ୟୁ ମାମଲା ରୁଜୁ କରିନଥିବା ଅଭିଯୋଗ କରିଛନ୍ତି ନାଗେଶ୍ୱର ରାଓ 
ତେବେ ପରବର୍ତୀ ସମୟରେ ଜମି ହଡ଼ପର ମାଷ୍ଟର ମାଇଣ୍ଡ ନରସିଂହ ସୁନ୍ଦରାୟ, ନାଗେଶ୍ୱର ରାଓଙ୍କୁ ୯ଲକ୍ଷ ୫୦ ହଜାର ଟଙ୍କା ଫେରାଇ ଦେଇଥିଲେ । କିନ୍ତୁ ବଡ଼ କଥା ହେଉଛି ନାଗେଶ୍ୱର ରାଓ, ଯେଉଁ ଜମି କିଣିଥିଲେ ତାହା ସରକାରୀ ଜମି ବୋଲି ତହସିଲ ପକ୍ଷରୁ ଜାଣିବାକୁ ପାଇଥିଲେ । ଫଳରେ ୨୦୧୧ରୁ ୨୦୧୫ ପର୍ଯ୍ୟନ୍ତ ୪ ବର୍ଷ ଧରି ଜମିକୁ ମ୍ୟୁଟେସନ୍ କରାଇପାରିନଥିଲେ । ଯେଉଁଥିପାଇଁ ଶେଷରେ ସେ ୨୦୧୫ ମସିହା, ନଭେମ୍ବର ୫ ତାରିଖରେ ଇଓଡବ୍ଲ୍ୟୁର ଦ୍ୱାରସ୍ଥ ହୋଇଥିଲେ । ଏବେ ଓଡ଼ିଶା ସୂଚନା ଅଧିକାର ଅଭିଯାନ ମାମଲାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟି କ୍ରାଇମବ୍ରାଂଚ ତଦନ୍ତ କରାଇବାକୁ ଦାବି କରିଛନ୍ତି । ପାତ୍ରପଡ଼ାରେ ଥିବା ପାଖାପାଖି ସାଢ଼େ ୭ ଏକର ଜମିକୁ ନରସିଂହ ସୁନ୍ଦରାୟ ହଡ଼ପ କରିଥିବା ନେଇ ସମସ୍ତ ତଥ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଛି ।
ସେପଟେ ମାମଲା ସାମ୍ନାକୁ ଆସିବା ପରେ ପ୍ରତିକ୍ର୍ରିୟା ରଖିଛନ୍ତି ତକ୍ରାଳୀନ ପୁଲିସ ଡିଜି ସଂଜୀବ ମାରିକ । କହିଛନ୍ତି ଯେ ତାଙ୍କ ପୁଅ ସେଠାରେ ଜମି କିଣିଛନ୍ତି । ଜମି କିଣାକୁ ନେଇ କୌଣସି ଜାଲିଆତି ନାହିଁ । ଜଣେ ଆଇପିଏସ ଅଧିକାରୀ ଭାବେ ନାଗେଶ୍ୱର ରାଓ କିପରି ଠକାମିର ଶିକାର ହେଲେ, ଆଉ ଜାଣିପାରିଲେ ନାହିଁ, ସେ ନେଇ ପାଲଟା ପ୍ରଶ୍ନ କରିଛନ୍ତି ସଂଜୀବ ମାରିକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026

You Might Also Like