-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ମନ୍ତ୍ରୀଙ୍କ ପୌଷ୍ୟ ବିଦ୍ୟାଳୟଙ୍କୁ ଉପେକ୍ଷା ଯୁକ୍ତ ଦୁଇ ଉନ୍ନିତ ତାଲିକାକୁ ନେଇ ଛାତ୍ର ସଂଘର ତିବ୍ର ଅସନ୍ତୋଷ

27-Jun-2024



ତୁଷୁରା(ପଞ୍ଚାନନ ନାଏକ ): ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଜାମୁଟ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯୁକ୍ତ ଉନ୍ନତ ତାଲିକାରୁ ବାଦ ପଡିବା ପରେ ପୁରାତନ ଛାତ୍ର ସଂଘ ପକ୍ଷରୁ ତିବ୍ର ଅସନ୍ତୋଷ ପ୍ରକାଶ ପାଇବା ଯାଉଛି । ସୂଚନା ଅନୁଯାୟୀ ହାଇସ୍କୁଲକୁ ଯୁକ୍ତ ଦୁଇକୁ ଉନ୍ନତି କରିବା ପାଇଁ  ଗଣଶିକ୍ଷା ବିଭାଗ ପକ୍ଷରୁ   ରାଜ୍ୟ ବିଭିନ୍ନ ଜିଲ୍ଲାକଙ ୭୯ଟି ହାଇସ୍କୁଲକୁ ଯୁକ୍ତ ଦୁଇକୁ ଉନ୍ନିତ କରିବା ପାଇଁ  ଅନୁମୋଦନ କରିବା ସହ ବଲାଙ୍ଗିର  ଜିଲ୍ଲା ମଧ୍ୟ ବିଭିନ୍ନ ବ୍ଳକ ୭ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ  କରାଯାଇଥିବା ସୂଚନା ମିଳିଛି । ହେଲେ ପୂର୍ବତନ ଜଳ ସମ୍ପଦ ପରିବହନ ତଥା ବାଣିଜ୍ୟ ମନ୍ତ୍ରୀ ଟୁକୁନି ସାହୁଙ୍କ ନିଜ ପୌଷ୍ୟ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉନ୍ନତି ତାଲିକାରୁ ବାଦ ଦିଆଯାଇଥିବାରୁ ପୁରାତନ ଛାତ୍ର ସଂଘ ତଥା ଅଭିଭାବକ ମହଳରେ ତିବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜାମୁଟ ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନତି କରିବା ପାଇଁ ଦୀର୍ଘ ଦିନ ହେବ ଦାବି ହେଉ ଆସୁଥିବାବେଳ ସହ  ଶ୍ରୀମତୀ ସାହୁଙ୍କୁ ମଧ୍ୟ ଏହି ବିଷୟରେ ଜଣାଇବାରୁ  ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ ।ହେଲେ ୨୦୨୪-୨୫  ଯୁକ୍ତଦୁଇ ଉନ୍ନିତ ତାଲିକାରୁ ଜାମୁଟ ହାଇସ୍କୁଲକୁ ବାଦ ପଡିଥିବାରୁ ତିବ୍ର ଅସନ୍ତୋଷ ପ୍ରକାଶ କରିବା ସହ ଜାମୁଟ ଭଲି ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳକୁ ଶିକ୍ଷା କ୍ଷେତ୍ରରେ ବହିମାତୃକ ମନୋଭାବ ରଖି ଅଣଦେଖା କରିଥିବାରୁ ପୁରାତନ ଛାତ୍ର ସଂଘ ଅଭିଯୋଗ କରିବା ସହ ନୂତନ ବିଜେପି ସରକାର ସମସ୍ୟାକୁ ଗୁରୁତର ସହ ନେଇ  ଯଥାଶୀଘ୍ର ସମସ୍ୟା କରିବାକୁ ଦାବି ପୁରଣ କରାଯାଉ ନଚେତ ବାଧ୍ୟ ହୋଇ ରାଜରାସ୍ତାକୁ ଉହ୍ଳାଇବୁ ବୋଲି  ପୁରାତନ ଛାତ୍ର ସଂଘର ସଦସ୍ୟମାନେ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like