-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||     

HOME   ରାଜ୍ୟ

କଣ୍ଟାମାଳ ବିଧାୟକଙ୍କୁ ବୌଦ୍ଧ ଜିଲ୍ଲା ୱେବ୍ ମିଡ଼ିଆ ସଂଘ ତରଫରୁ ସମ୍ବର୍ଦ୍ଧନା 

27-Jun-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ନବ ନିର୍ବାଚିତ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡ଼ାଙ୍ଗଙ୍କୁ  ବୌଦ୍ଧ ଜିଲ୍ଲା ୱେବ୍ ମିଡ଼ିଆ ସଂଘ ତରଫରୁ ଆଜି ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ୱେବ୍ ମିଡ଼ିଆ ସଂଘର ସମ୍ପାଦକ ପ୍ରଶାନ୍ତ କୁମାର ପ୍ରଧାନଙ୍କଙ୍କ ନେତୃତ୍ବରେ ସଂଘର ସଭାପତି ଅକ୍ରୁର ବେହେରା ଉପଦେଷ୍ଟା ଅବୁ ବୋକର ଖାନ୍, ସମ୍ପାଦକ ପ୍ରସାନ୍ତ ପ୍ରଧାନ,  ସଭ୍ୟ ଆଶିଷ ବିହାରୀ ଠାକୁର, ବିଜୟ ଆଚାର୍ଯ୍ୟ, ସିଦ୍ଧେଶ୍ଵର ଗିରି, ଅଭିମନ୍ୟୁ ନାୟକ, ଗୋପାଳ ମେହେର, ବୁନୁ ରଥ, ଭରତ ଡାଙ୍ଗ, ପ୍ରଭଞ୍ଜନ ପୁରୋହିତ ପ୍ରମୁଖ ଆଜି ବିଧାୟକଙ୍କ 

ଅମୂର୍ଡା ସ୍ଥିତ ବାସଭବନ ବିଜେପି କାର୍ଯ୍ୟାଳୟକୁ ଯାଇ ବିଧାୟକ ଶ୍ରୀ ଡ଼ାଙ୍ଗଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରି ଶୁଭକାମନା ଜଣାଇଥିଲେ । ଏଇ ଅବସରରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଉନ୍ନତି ଓ ବିକାଶ ପାଇଁ ସଂଘର ସଦସ୍ୟ ମାନେ ବିଧାୟକଙ୍କ ସହ ଆଲୋଚନା କରିଥିଲେ ଏବଂ ଖବର ପ୍ରସାରଣ ଓ ପରିବେଷଣ କ୍ଷେତ୍ରରେ ସାମ୍ବାଦିକ ମାନଙ୍କୁ ସହଯୋଗ କରିବା ପାଇଁ ବିଧାୟକଙ୍କୁ କହିଥିଲେ l ସେ ତଥା 

ବିଜେପି ସରକାର ନିର୍ବାଚନ ମଣ୍ଡଳୀ ତଥା ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ପାଇଁ ବଦ୍ଧପରିକର, ନିର୍ବାଚନ ମଣ୍ଡଳୀର ଯେଉଁ ଅଞ୍ଚଳ ବିକାଶ କ୍ଷେତ୍ରରେ ପଛରେ ଅଛି ସେ ଅଞ୍ଚଳକୁ ଅଗ୍ରାଧିକାର ଦେଇ ସମସ୍ତ ଅଞ୍ଚଳର  କାମ କରିବେ ଏବଂ ସାମ୍ବାଦିକ ମାନେ ନିର୍ଭୀକ ଭାବେ ଖବର ସଂଗ୍ରହ ଉପରେ ତାଙ୍କ ସରକାର ଗୁରୁତ୍ୱାରୋପ କରୁଥିବା କହିଥିଲେ । ବିଧାୟକ ଆହୁରି ମଧ୍ୟ କହିଛନ୍ତି ୱେବ୍ ମିଡ଼ିଆ ସବୁବେଳେ ଖବର ସଂଗ୍ରହ କରିବାରେ ଆଗରେ ଅଛି ସାରା ଓଡ଼ିଶାରେ ତେଣୁ ୱେବ୍ ମିଦିଆକୁ ମୁଁ ମଧ୍ୟ ପ୍ରାଧାନ୍ୟ ଦେବି ବୋଲି ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026

You Might Also Like