-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||     

HOME   ରାଜ୍ୟ

ଓଡିଶା ବିଧାନସଭାର ବାଚସ୍ପତି ହେବା ପରେ ରଣପୁର ନିର୍ବାଚନ ମଣ୍ଡଳୀ ଗସ୍ତ କଲେ ସୁରମା ପାଢ଼ୀ

27-Jun-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଓଡିଶା ବିଧାନସଭାର ବାଚଷ୍ପତି ହେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଏକ ଦିନିକିଆ ଗସ୍ତରେ ଆସିଛନ୍ତି ସୁରମା ପାଢ଼ୀ। ପ୍ରଥମେ ଚମ୍ପାଗଡ଼ ଠାରେ ସୁରମା ପାଢ଼ୀ ପହଞ୍ଚିବା ପରେ ଦଳୀୟ କର୍ମୀ ମାନେ ପୁଷ୍ପ ଗୁଚ୍ଛ ସହ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ବିରାଟ ପଟୁଆରରେ ସ୍ଥାନୀୟ ଜଣ ସାଧାରଣ ବାଚସ୍ପତିଙ୍କୁ ପାଛୋଟି ନେଇଥିଲେ।

ଏହା ପରେ ସୁରମା ପାଢ଼ୀଙ୍କୁ ଭେଟିବା ପାଇଁ ସ୍ଥାନିୟ ଅଂଚଳର ସହ ସହ ଜନ ସାଧାରଣ କଟକ ସହର, ବେଣ୍ଟ କନ୍ଧ ନୟାଗଡ଼ ଛକ ଠାରେ ଅପେକ୍ଷା କରିଥିଲେ। ସୁରମା ପାଢ଼ୀ ଗାଡିରୁ ଓହ୍ଲାଇ ସ୍ଥାନୀୟ ଜନ ସାଧାରଣଙ୍କୁ ଭେଟି ଥିଲେ। ଏହା ପରେ କନ୍ଧ ନୟାଗଡ଼ ହନୁମାନ ମନ୍ଦିରରେ ଶ୍ରୀ ହନୁମାନଙ୍କୁ ଦର୍ଶନ କରିବା ସହ ଦୀପ ଦାନ କରି ଓଡିଶା ବାସୀଙ୍କର ଶୁଭ ମନାସୀ ଥିଲେ।

ଏହା ପରେ ସେ ଚାନ୍ଦପୁର, କେରଣ୍ଡା ଟାଙ୍ଗୀ, ରାଇପଡା ଆଦି ଗ୍ରାମ ଗସ୍ତ କରିଥିଲେ। ଶହ ଶହ ଜନ ସାଧାରଣ ରାସ୍ତା ପାର୍ଶ୍ଵରେ ରହି ସୁରମା ପାଢ଼ିଙ୍କୁ ସ୍ୱାଗତ ଜଣାଇଥିଲେ। ଏହା ସହ ଖଣ୍ଡିଆ ବନ୍ଧ ଠାରେ ଅନୁଷ୍ଠିତ ଶ୍ରୀରାମ ମନ୍ଦିରର ବିଗ୍ରହ ପ୍ରତିଷ୍ଠା ବାର୍ଷିକ ଉତ୍ସବରେ ବାଚସ୍ପତି ଯୋଗଦେଇଥିଲେ।

ଏହି କାର୍ଯ୍ୟକ୍ର ରେ ବିଜେପି ନେତା ସୁବର୍ଣ୍ଣ ସିଂ, ପ୍ରଦୀପ ସେନାପତି, ଅମୁଲ୍ୟ ସାହୁ, ଗୋପାଳ ନାୟକ, ବେଣୁଧର ରଣା, ନିର୍ମଳ ମତ୍ତଗଜ ସିଂ, ପ୍ରମୁଖ ସହଯୋଗ କରିଥିଲେ l 


News Comment




Photo in News

Advertisment
Lastest News
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026

You Might Also Like