-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାର ବିଧାୟକ ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ

27-Jun-2024



ବଲାଙ୍ଗିର (ଚିତ୍ରସେନ ବେହେରା): ଦଳମତ ନିର୍ବିଶେଷରେ ଆମେ ସମସ୍ତେ ଜିଲ୍ଲାର ବିକାଶ ପାଇଁ କାର୍ଯ୍ୟ କରିବା l ଶିକ୍ଷା, କୃଷି,ସ୍ୱାସ୍ଥ୍ୟ ଓ ଜଳସେଚନ କ୍ଷେତ୍ରରେ ବଲାଙ୍ଗିରକୁ ଏକ ନମ୍ଵର ଜିଲ୍ଲା ଭାବରେ ପରିଣତ କରିବା l ଆଜି ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଏହି କଥାକୁ ଦୋହରାଇ ଥିଲେ ବଲାଙ୍ଗିର ଜିଲ୍ଲାର ନବ ନିର୍ବାଚିତ ବିଧାୟକ ମାନେ l ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନ ଠାରେ ଆଜି ସଂଧ୍ୟାରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ବଲାଙ୍ଗୀର ଜିଲ୍ଲାର ନବନିର୍ବାଚିତ ବିଧାୟକ ଓ ମନ୍ତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ସାମ୍ବାଦିକ ସଂଘର ସଭାପତି ଶିବ ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାକୁ ବରିଷ୍ଠ ସାମ୍ବାଦିକ ସତ୍ୟସୁନ୍ଦର ଭଂଜ ସଂଯୋଜନା କରିଥିଲେ । ଲୋଇସିଂହା ବିଧାୟକ ତଥା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ଟିଟିଲାଗଡ଼ ବିଧାୟକ ନବୀନ ଚନ୍ଦ୍ର ଜୈନ ଓ  କଂଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଙ୍କୁ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମୁମେଣ୍ଟୋ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ତେବେ ପାଟଣାଗଡ଼ ବିଧାୟକ  ତଥା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂଦେଓ  ଦଳୀୟ କାମରେ ଦିଲ୍ଲୀ  ଯାଇଥିବାରୁ ସେମାନେ ସମ୍ବର୍ଦ୍ଧନା ସଭାରେ ଅନୁପସ୍ଥିତ ଥିଲେ । ସଭା ଶେଷରେ ସଂଘର ସଂପାଦକ ଶିଶୀରକାନ୍ତ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସମାରୋହରେ ବଲାଙ୍ଗୀର ଜିଲ୍ଲାର ବହୁ ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବୀ ଓ ସାଧାରଣ ନାଗରିକ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like