-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ରାଜ୍ୟ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜୁ ପକ୍କାଘର ନାମରେ ଘରେ ଘରେ ଷ୍ଟିକର ମାରିବାକୁ ବିଜେପିର ବିରୋଧ

28-Dec-2020



କଣିହାଁ (ଲକ୍ଷ୍ମୀଧର କବି) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତିଆରି ହୋଇଥିବା ଗୃହକୁ ରାଜ୍ୟ ସରକାର ବର୍ତ୍ତମାନ ଘରେ ଘରେ ବିଜୁ ପକ୍କାଘର ନାମରେ ନାମିତ କରିବା ସହ ପ୍ରତି ଘରେ ଷ୍ଟିକର ମାରିବାକୁ କଣିହାଁ ବ୍ଳକ ବିଜେପି ପକ୍ଷରୁ ବିରୋଧ କରାଯିବା ସହ ବ୍ଳକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଶାସନ ବିଜୁ ପକ୍କା ଗୃହର ଷ୍ଟିକରକୁ ଉଠାଇ ପ୍ରଧାନମନ୍ତ୍ରୀ ଆବାସ ନାମକରଣ କରିବା ପାଇଁ ବ୍ଳକ ବିଡ଼ିଓ ନିକଟରେ ଦାବି କରାଯାଇଛି ଏବଂ ନେଇ ବିଜେପି ପକ୍ଷରୁ ଆସନ୍ତାକାଲି ଠାରୁ ପ୍ରତି ଥାନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା ଦିଆଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରାଯାଇଛି। ଷ୍ଟିକର ମାରିବା ବନ୍ଦ କରାନଗଲେ ବ୍ଳକ ବିଡିଓ ଓ ଥାନା ଅଧିକାରୀ ଦାୟୀ ରହିବେ ବୋଲି ଆଜି ପୂର୍ବତନ ରାଜ୍ୟସଭା ସାଂସଦ ରୁଦ୍ର ନାରାୟଣ ପାଣି ଚେତାବନୀ ଦେଇଛନ୍ତି। କଣିହାଁ ବ୍ଳକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତିଙ୍କ ନେତୃତ୍ୱରେ କର୍ମୀମାନେ ଆଜି କଣିହାଁ ତହସିଲ କାର୍ଯ୍ୟାଳୟ ସମ୍ମୁଖରୁ ଏକ ଶୋଭାଯାତ୍ରାରେ ବାହାରି ବ୍ଳକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ହାଇଜାକ୍ କରିବା ନେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଜେପି ନେତାମାନେ ବର୍ଷିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ରାଜ୍ୟସଭା ସାଂସଦ ରୁଦ୍ର ନାରାୟଣ ପାଣି, ବ୍ଳକ ଅଧକ୍ଷା ନମିତା ସାହୁ,ଜିଲ୍ଲା ପରିଷଦ ସଦସ୍ୟା ଅଳକା ସାହୁ, ବରିଷ୍ଠ ବିଜେପି ନେତା ନୃସିଂହ ବରାଳ, ଚନ୍ଦନ ସ୍ୱରାଜ, ମଣ୍ଡଳ ସଭାପତି ଦେବେନ୍ଦ୍ର ବାରିକ, ପ୍ରହ୍ଲାଦ ସାମଲ, ସରପଞ୍ଚ ଲୋକନାଥ ସାହୁ, ଦୁଖବନ୍ଧୁ ଭୁତିଆ, ସବ୍ୟସାଚୀ ପାଣି, ସୁଶାନ୍ତ ସାମଲ, ସୁମନ୍ତ ପ୍ରଧାନ, ସମେତ ଦଳୀୟକର୍ମୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like