-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ରାଜ୍ୟ

ଘରୋଇକରଣ ହେବ ଦେଶର ୧୧ଟି ବିମାନ ବନ୍ଦର;

28-Jun-2024



 ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ):ଘରୋଇକରଣ ହେବ ଦେଶର ୧୧ଟି ବିମାନ ବନ୍ଦର;, ତାଲିକାରେ ରହିଛି ଭୁବନେଶ୍ବର ଏୟାର୍ଇ ପୋର୍ଟ , ଇନ୍ଦୋର, ରାୟପୁର, ତ୍ରିଚି ଭଳି ବିମାନ ବନ୍ଦରରକୁ ଘରୋଇ କମ୍ପାନିକୁ ଦିଆଯିବ। ଫଳରେ ଏହାର ଉନ୍ନତି ସହ ବିମାନ ବନ୍ଦରର ପରିସୀମା ବଢ଼ାଇବାକୁ ଚେଷ୍ଟା କରାଯିବ।

ଭୁବନେଶ୍ୱର ବିମାନ ବନ୍ଦରର ହୋଇପାରେ ଘରୋଇକରଣ। ଦେଶର ୧୧ଟି ବିମାନ ବନ୍ଦରର ଘରୋଇକରଣକୁ ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରିତ ହୋଇଛି। ଭୁବନେଶ୍ୱର, ଇନ୍ଦୋର, ରାୟପୁର, ତ୍ରିଚି ଭଳି ବିମାନ ବନ୍ଦରରକୁ ଘରୋଇ କମ୍ପାନିକୁ ଦିଆଯିବ। ଫଳରେ ଏହାର ଉନ୍ନତି ସହ ବିମାନ ବନ୍ଦରର ପରିସୀମା ବଢ଼ାଇବାକୁ ଚେଷ୍ଟା କରାଯିବ।
ଯେଉଁ ସବୁ ବିମାନବନ୍ଦର କ୍ଷତି ସହୁଛି ସେ ସବୁକୁ ଏଥିରେ ପ୍ରାଧାନ୍ୟ ଦିଆଯିବ। ଲାଭ ଓ କ୍ଷତି ସହୁଥିବା ଏୟାରପୋର୍ଟର ତାଲିକା ପ୍ରସ୍ତୁତ କରାଯାଇ ବିଡିଂ କରାଯିବ। ବିଡ୍‌ରେ ଯଦି କୌଣସି ସଂସ୍ଥା ଲାଭରେ ଥିବା ଏୟାରପୋର୍ଟକୁ ନିଏ ତାହେଲେ ସେହି ଡିଲରେ ଗୋଟିଏ କ୍ଷତି ସହୁଥିବା ବିମାନ ବନ୍ଦରର ଦାୟିତ୍ୱ ବି ନେବାକୁ ପଡ଼ିବ। ତେବେ ବିଡ୍ କେମିତି ହେବ, କଣ ରହିବ ସମ୍ପୂର୍ଣ୍ଣ ପ୍ରକ୍ରିୟା ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି କେନ୍ଦ୍ର କ୍ୟାବିନେଟ୍ ନେବ।ଘରୋଇ କମ୍ପାନିମାନଙ୍କୁ ଲିଜ୍‌ରେ ଦିଆଯିବାକୁ ଥିବା ଏୟାରପୋର୍ଟ ଗୁଡିକ ମଧ୍ୟରେ ଭୁବନେଶ୍ୱର, ବାରାଣାସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର, କାଲିକଟ, କୋଏମ୍ବାଟୁର, ନାଗପୁର, ପାଟନା, ମଦୁରାଇ, ସୁରଟ, ରାଞ୍ଚି, ଯୋଧପୁର, ଚେନ୍ନାଇ, ବିଜୟୱା, ଭଦୋଦରା, ଭୋପାଳ, ତିରୁପତି, ହବଲି, ଇମ୍ଫାଲ, ରାଜତାଲ, ଉଦୟପୁର ବିମାନବନ୍ଦର ରହିଛି। ଏହି ସବୁ ବିମାନମନ୍ଦରକୁ ୨୦୨୨ରୁ ୨୦୨୫ ମଧ୍ୟରେ ଲିଜ୍‌ ସୁତ୍ରରେ ଘରୋଇ କମ୍ପାନିମାନଙ୍କୁ ଦିଆଯିବ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like