-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଆକ୍ଟିଭ୍‌ ମୋଡ୍‌ରେ ନବୀନ ପଟ୍ଟନାୟକ, ଜୋଶ୍‌ ଭରିଲେ ପ୍ରଶଂସକ

28-Jun-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଆକ୍ସନ ମୋଡ୍‌କୁ ଆସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ବିରୋଧୀ ଦଳର ମୁଖ୍ୟ ହିସାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି ନବୀନ। ସମ୍ପୁର୍ଣ୍ଣ ରୁପେ ଫିଟ୍ ଓ ଆକ୍ଟିଭ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ଦେଖାଇଛନ୍ତି ନିଜ ରାଜନୈତିକ ପରାକାଷ୍ଠା। । ଓଡ଼ିଶାରେ ଦୀର୍ଘ ୨୪ ବର୍ଷର ବିଜେଡି ଶାସନର ବିଲୟ ଘଟିଛି । ଏହି ଫଳାଫଳ ପ୍ରକାଶ ପରେ ଏକ ରକମ୍ ନିରାଶ ହୋଇ ପଡ଼ିଥିଲେ ନବୀନ ବାବୁଙ୍କ ପ୍ରଶଂସକ। କିନ୍ତୁ ସମୟ ସହ ଏହି ପରିସ୍ଥିତିରେ ମଧ୍ୟ ପରିବର୍ତ୍ତନ ଘଟିଛି । ନବୀନ ବାବୁଙ୍କ ନୂଆ ଅବତାର ତାଙ୍କ ଫ୍ୟାନ୍ସଙ୍କ ମନରେ ଏକ ନୂତନ ଉଦ୍ଦିପନା ସୃଷ୍ଟି କରିଛି ।
କିଛି ଦିନର ନିରବତା ପରେ ପୁଣି ଆକ୍ସନ ମୋଡ୍‌କୁ ଆସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ। ବିରୋଧୀ ଦଳର ମୁଖ୍ୟ ହିସାବ ରେ ଦାୟିତ୍ଵ ଗ୍ରହଣ କରିଛନ୍ତି ନବୀନ । ସମ୍ପୁର୍ଣ୍ଣ ରୁପେ ଫିଟ୍ ଓ ଆକ୍ଟିଭ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ଦେଖାଇଛନ୍ତି ନିଜ ରାଜନୈତିକ ପରାକାଷ୍ଠା।  ଗ୍ରହଣ କରିଛନ୍ତି ଏକ ସ୍ପଷ୍ଟ ଆଭିମୁଖ୍ୟ। ନିଜର ଦୃଢ଼ ନେତୃତ୍ୱରେ ବିଜେଡିକୁ ଦେଖାଇଛନ୍ତି ଏକ ନୂତନ ଆଶାର ଆଲୋକ ।
ନିର୍ବାଚନ ପରେ ନବୀନଙ୍କ ଏହି ପରିବର୍ତ୍ତିତ କାୟାକଳ୍ପ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛି । ସେ ସମସ୍ତ 

ରାଜନୈତିକ କାର୍ଯ୍ୟକଳାପରେ ସିଧାସଳଖ ଯୋଗଦାନ କରୁଛନ୍ତି । ଅଧିବେଶନରେ ଭାଷଣ ଦେବା କଥା ହେଉ ଅବା ବାଚସ୍ପତିଙ୍କୁ ପାଛୋଟି ନେବା କଥା ସବୁ ସ୍ଥଳରେ ନବୀନଙ୍କୁ ଆଗଧାଡ଼ିରେ ଦେଖିବାକୁ ମିଳିଛି । ଯାହାକି ନବୀନଙ୍କ ଅନୁଗତଙ୍କ ମଧ୍ୟରେ ଏକ ଖୁସିର ଲହରୀ ସୃଷ୍ଟି କରିଛି  । ଏହାକୁ ନେଇ ଯୁବଗୋଷ୍ଠୀ ମତ ଦେଇଛନ୍ତି ଯେ ପୁଣି ଫେରିଛନ୍ତି ଓଡ଼ିଶାର ଟାଇଗର ଏବଂ ଯଦି ବିଜେପି ଶାସକ ସାମାନ୍ୟତମ ଭୁଲ କରନ୍ତି ତେବେ ତାଙ୍କର ଦୃଢ଼ ମୁକାବିଲା କରି ସେ ପୁଣି ଥରେ ନିଜର ଆସନ ଛଡାଇ ନେବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like