-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ରାଜ୍ୟ

ଜୁନ ୩୦ରେ ଅବସର ନେବେ ପ୍ରଦୀପ ଜେନା, ମୁଖ୍ୟ ଶାସନ ସଚିବ ହେଲେ ମନୋଜ ଆହୁଜା

28-Jun-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆହୁଜା ଆସନ୍ତା ‌ଡିସେମ୍ବର ମାସରେ ଅବସର ନେବେ। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଆସନ୍ତା ୩୦ ତାରିଖରେ ଅବସର ନେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like