-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ରାଜ୍ୟ

ସ୍ୱର୍ଣ୍ଣତ୍ରିଭୁଜ ମାନଚିତ୍ରରେ ସ୍ଥାନିତ ହେବ ପୁରୀ-କୋଣାର୍କ ରେଳମାର୍ଗ

29-Jun-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): କୋଣାର୍କ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୁରୀ-କୋଣାର୍କ ରେଳପଥ ନିର୍ମାଣ ଏବେ ଖୁବ ଶୀଘ୍ର ପୂରଣ ହେବାକୁ ଯାଉଛି । ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ୱର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ପୁରୀ-କୋଣାର୍କ-ଭୁବନେଶ୍ୱରକୁ ଗଡିବ ଟ୍ରେନ । ପୁରୀ-କୋଣାର୍କ- ୩୨ କିମି ରେଳପଥ ନିର୍ମାଣ କାର୍ଯ୍ୟ ପ୍ରାଥମିକ ସର୍ଭେ ଆରମ୍ଭ ହୋଇଛି । ଏନେଇ ରେଳ ବିଭାଗ ପକ୍ଷରୁ ସମୁଦାୟ ୩୭ ଟି ଗ୍ରାମ ଦେଇ ରେଳ ପଥ ଆସିବା ପାଇଁ ମାର୍ଗ ପ୍ରସ୍ତୁତ କରାଯାଇଛି ।   

ଏହି ୩୭ଟି ଗ୍ରାମର ବେସରକାରୀ ଥିବା ୧୮୩.୩୨ ହେକ୍ଟର ଜମି ଓ ୩୫.୪୦ ହେକ୍ଟର ସରକାରୀ ଜମି ସମୁଦାୟ ୨୧୮.୭୨ ହେକ୍ଟର ଜମିକୁ ଚିହ୍ନଟ କରାଯାଇଛି । ଖୁବଶୀଘ୍ର ଜମି ଗୁଡିକୁ ଅଧିଗ୍ରହଣ କରାଯାଇ ରେଳ ବିଭାଗକୁ ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ କରାଯିବ । ୨୦୨୧ ମସିହା ଅଗଷ୍ଟ ୧୯ରେ ଏନେଇ କେନ୍ଦ୍ର ରେଳମନ୍ତ୍ରୀ ପୁରୀରେ ପ୍ରଥମେ ଘୋଷଣା କରିଥିଲା ବେଳେ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । 

ତେବେ ଐତିହ କୋମାର୍କ ସୂର୍ଯ୍ୟମନ୍ଦିରକୁ ଅନ୍ତର୍ଜାତୀୟ ସ୍ତରରେ ପର୍ଯ୍ୟଟନ କ୍ଷେତ୍ର କରିବାକୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ହାତକୁ ନିଆଯାଇଛି । କୌଣାର୍କକୁ ପ୍ରତିଦିନ ଶ୍ରଦ୍ଧାଳୁଙ୍କ ସୁଅ ଛୁଟେ । ଦେଶ ବିଦେଶରୁ ଏଠାକୁ ଲୋକେ ବୁଲିବାକୁ ଆସିଥାନ୍ତି । ତେବେ ଏହି ରେଳପଥ କାର୍ଯ୍ୟ ଶୀଘ୍ର ତ୍ୱରାନ୍ୱିତ ହେଲେ ପର୍ଯ୍ୟଟନ କ୍ଷେତ୍ରରେ ଆହୁରି ବିକାଶ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like