-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ରାଜ୍ୟ

ନବୀନ ସରକାର ଚାପିଦେଲେ, ମୋହନ ସରକାର ଖୋଲିବେ ନ୍ୟାୟ ଫାଇଲ୍

29-Jun-2024



ନବୀନ ସରକାର ଚାପିଦେଲେ, ମୋହନ ସରକାର ଖୋଲିବେ ନ୍ୟାୟ ଫାଇଲ୍
ଚିନ୍ମୟୀ, ପରୀ, ମମିତା, ପିହୁ, ଅମୃତ. ଉଲ୍ଲାସ, ଦିପ୍ତୀକାନ୍ତ। ବିଜେଡି ସରକାର ଅମଳରେ ଅନ୍ୟାୟ, ଅତ୍ୟାଚାର, ନିର୍ଯାତନାର ଶିକାର ହୋଇଥିବା ଏସବୁ ପରିବାରକୁ ମିଳିବ କି ନ୍ୟାୟ ?

ଏବେ ଏ ନେଇ ସୃଷ୍ଟି ହୋଇଛି ସମ୍ଭାବନା। ଯେଉଁ ସବୁ ସ୍ପର୍ଶକାତର ମାମଲାର ଫାଇଲ୍ ଚାପିଦେଇଥିଲେ ନବୀନ ସରକାର, ଏବେ ସେ ସବୁ ଖୋଲିବେ  ମୋହନ ସରକାର। ରାଜଦାଣ୍ଡରେ ନ୍ୟାୟ ମାଗୁଥିବା ପରିବାରଙ୍କୁ ରାଜ୍ୟ ସୁରକ୍ଷା ମିଳିବ । ପ୍ରମାଣ ନଷ୍ଟ କରିଦେଇଥିଲେ ବି ସତ ସାମ୍ନାକୁ ଆସିବ। 

ଗତବର୍ଷ ଫେବୃଆରୀ ମାସରେ ଭିସୁଟ ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କର ବୁର୍ଲାରେ ହୋଇଥିଲା ସନ୍ଦେହଜନତ ମୃତ୍ୟୁ। ଘର ଲୋକ ଅଭିଯୋଗ କରିଥିଲେ ଚିନ୍ମୟୀଙ୍କୁ ହତ୍ୟା କରାଯାଇଛି । ବିବାଦ ଘେରକୁ ଆସିଥିଲେ ଚିନ୍ମୟୀଙ୍କ ବନ୍ଧୁ ପ୍ରିତିମାନ ଦେ। ପ୍ରିତିମାନଙ୍କ ବାପା ସେତେବେଳେ ଥିଲେ ଗୃହ ବିଭାଗରେ ? ସେତେବେଳେ ନବୀନ ସରକାର ଚାପିଦେଲେ। ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଚିନ୍ମୟୀଙ୍କ ମା' । ମୁଖ୍ୟମନ୍ତ୍ରୀ ବି ଦେଇଛନ୍ତି ନ୍ୟାୟର ପ୍ରତିଶ୍ରୁତି। 

ରାଜ୍ୟର ୫୦ରୁ ଅଧିକ ପିଡୀତ ପରିବାର ଏକାଠି ହୋଇ ଲଢୁଛନ୍ତି ନ୍ୟାୟର ଲଢେଇ । ପୂର୍ବ ନବୀନ ସରକାର ନ୍ୟାୟ ତ ଦେଲେନି ଓଲଟା ମିଛ କେସରେ ଫସାଇ ଜେଲ ପଠାଇଲେ। ନ୍ୟାୟ ଅପେକ୍ଷାରେ ପିହୁ, ପରୀ, ଉଲ୍ଲାସ, ଦିପ୍ତୀକାନ୍ତ ଓ ଅମୟତ ଦାସଙ୍କ ପରିବାର। ନ୍ୟାୟ ପାଇଁ ଲଡେଇ ପରିବାର ମୁଖ୍ୟମନ୍ତ୍ରୀଙ୍କୁ 

ଭେଟି ଜଣାଇଛନ୍ତି ତାଙ୍କ ଦୁଃଖ। ।

ବହୁଚର୍ଚ୍ଚିତ ସନସାଇନ୍ ସ୍କୁଲ ପ୍ରିନସପାଲ୍ ମମିତା ମେହେରଙ୍କ ହତ୍ୟା ଏବେ ବି ସନ୍ଦେହ ଘେରରେ। ଅଭିଯୁକ୍ତ ଗୋବିନ୍ଦସାହୁର ମୃତ୍ୟୁ ରହସ୍ୟରୁ ହଟୁନି ପର୍ଦ୍ଦା । ବିଜେଡି ବିଧାୟକ ଦିବ୍ୟ ଶଙ୍କର ମିଶ୍ର ସନ୍ଦେହ ଘେରରେ। ପୁଣି ସିବିଆଇ ତଦନ୍ତ ଦାବି ଜୋର ଧରିଛି ।

(ଭୁବନେଶ୍ବରରୁ ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like