-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ଖାଲି କରାଯାଉଛି ଧର୍ମଶାଳାର ବଲେ ବଲେ ଢାବା ଓ ଲଜ୍,ପ୍ରଣବ ପ୍ରକାଶ ଦାସଙ୍କ ପରେ ପ୍ରଣବ ବଳବନ୍ତରାୟଙ୍କ ପାଳି

29-Jun-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଧର୍ମଶାଳା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପରେ ପ୍ରଣବ ବଳବନ୍ତରାୟଙ୍କ ପାଳି। ବିଜେଡି ବଡ଼ ପଣ୍ଡାଙ୍କ ବିରୋଧରେ ପ୍ରଥମ କାର୍ଯ୍ୟାନୁଷ୍ଠାନ। ଧର୍ମଶାଳା ଭବନରେ ଥିବା ବଲେ ବଲେ ଢାବା ଓ ଲଜକୁ ସିଲ କରିବା ନିର୍ଦ୍ଦେଶ ପରେ ଖାଲି କରାଯାଉଛି। ବିଧାୟକ ହିମାଂଶୁଶେଖର ସାହୁଙ୍କ ନିର୍ଦ୍ଦେଶ ପରେ ଢାବା ସିଲ କରିବାକୁ ଗତକାଲି ଲଟକା ଲଗାଇଥିଲେ ବ୍ଲକ ପ୍ରଶାସନ। ଏହାପରେ ଢାବାରେ ଥିବା ସାମଗ୍ରୀକୁ ଖାଲି କରାଯାଉଛି।

ଅଭିଯୋଗ ହୋଇଛି ବିଧାୟକ ଓ ସାଂସଦ ପାଣ୍ଠିରେ ଢାବାକୁ ଆଧୁନିକ ଶୈଳୀରେ ସଜା ଯାଇଥିଲା। ବିବାହ ବତ୍ର ଆଦି ପାଇଁ ଆଦାୟ ହେଉଥିଲା କୋଟି କୋଟି ଟଙ୍କା। ବିନା କାଗଜପତ୍ରରେ ପୂର୍ବତନ ବିଧାୟକଙ୍କ ସହଯୋଗୀଙ୍କୁ ଢାବା ଖୋଲିବା ପାଇଁ ଦିଆଯାଇଥିଲା ଲିଜ୍। ସାଧାରଣ ଲୋକଙ୍କ ଅଭିଯୋଗ ଅନୁସାରେ ଏହି ଲଜକୁ ଅନେକ ଆଗ ଧାଡ଼ିର ହିରୋଇନ୍ ଆସୁଥିଲେ। ଅନ୍ୟ କିଛି ସେଲିବ୍ରିଟି ମଧ୍ୟ ଏଠାରେ ଆସି ରହୁଥିଲେ। ଲଜରେ ଚାଲିଥିଲା କଣ ଏହାକୁ ନେଇ ଉଠିଛି ପ୍ରଶ୍ନ । ସାଧାରଣରେ ଅଭିଯୋଗ ପରେ ଲଜକୁ ସିଲ୍ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like