-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ସଙ୍କୁଳ ସ୍ତରୀୟ ଆଚାର୍ଯ୍ଯ ପ୍ରଶିକ୍ଷଣ ଶିବିର ଉଦଯାପିତ

29-Jun-2024



ସିନାପାଲି ( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ସରସ୍ବତୀ ଶିଶୁ ବିଦ୍ଯାମନ୍ଦିର ଠାରେ ଗତ ବୁଧବାର ଠାରୁ ଅନୁଷ୍ଠିତ ହେଉଥିବା ସିନାପାଲି ସଙ୍କୁଳ ସ୍ତରୀୟ ଆଚାର୍ଯ୍ଯଆଚାର୍ଯା ପ୍ରଶିକ୍ଷଣ ଶିବିର ଆଜି ଶନିବାର ଉଦଯାପିତ ହୋଇଯାଇଛି ା ପ୍ରଥମ ଦିବସରେ ମୁଖ୍ଯଅତିଥି ଭାବରେ ସ୍ଥାନୀୟ ଏସବିଆଇ ଶାଖା ପରିଚାଳକ ଉତ୍କଳ ରଞ୍ଜନ ପ୍ରଧାନ, ମୁଖ୍ଯବକ୍ତା ଭାବରେ ସଂଭାଗ ସଂପାଦକ ରୁଦ୍ରମାଧବ ବାରିକ ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପ୍ରମୁଖ ଧୄବ ପାତ୍ର, ନନ୍ଦ କୁମାର ପାତ୍ର ଯୋଗଦେଇ ଶିବିର ଉଦଘାଟନ କରିଥିଲେ ା ସେହିଭଳି ଆଜିର ଉଦଯାପନୀ ଦିବସରେ ମୁଖ୍ଯ ଅତିଥି ଭାବରେ ସୁବ୍ରତ କୁମାର ଠାକୁର, ମୁଖ୍ଯବକ୍ତା ଅତୁଳ କୁମାର ପାତ୍ର ଓ ସମ୍ମାନିତ ଅତିଥି ଭାବରେ ବିଭାଗ ନିରୀକ୍ଷକ ନରୋତ୍ତମ ମିଶ୍ର ଉପସ୍ଥିତ ଥିଲେ ା ଶିବିରର ବିଭିନ୍ନ ଦିବସରେ ଅତିଥି ଭାବରେ ବିଶିଷ୍ଟ ଆଇନଜୀବୀ ବୈଶମ୍ପାୟନ ମେହେର, ପର୍ଶୁରାମ ମେହେର, ପୂର୍ଣ୍ଣଚଂଦ୍ର ମେହେର, ଅଜିତ ଯୋଷୀ, ଲଳିତ କୁମାର ସୁନାରୀ, ବିକାଶ ଖର୍ସେଲ, ନବୀନ ଚଂଦ୍ର ମେହେର, ସଞ୍ଜୟ ବେହେରା, ଝସକେତନ ରଣା, ବିହାରୀଲାଲ ଜଗତ, ଗୟାଧର ମେହେର, ବ୍ଯାସ କଥାକାର ଅର୍ଜୁନ କୁମାର ଶାସତ୍ରୀ ପ୍ରମୁଖ ଯୋଗଦେଇ ପ୍ରଶିକ୍ଷାର୍ଥୀଙ୍କୁ ଉତ୍ସାହିତ କରିଥିଲେ ା ଗୁରୁଜୀ ପ୍ରଶାନନ୍ଦ କୁମ୍ଭାର ମଂଚ ପରିଚାଳନା କରିଥିଲେ ା ଶିବିରରେ ସିନାପାଲି ସଙ୍କୁଳ ଅନ୍ତର୍ଗତ ସିନାପାଲି, ହାତୀବନ୍ଧା, ଗଣ୍ତାବାହାଲୀ, ନିଲଜୀ, କରଙ୍ଗାମାଲ, ଲର୍କା, ସିଙ୍ଗଝର, ରାଣିମୁଣ୍ତା ଆଦି ଶିଶୁମନ୍ଦିରରୁ ପ୍ରାୟ ୧୦୫ ଜଣ ଗୁରୁଜୀଗୁରୁମା ପ୍ରଶିକ୍ଷଣ ଗ୍ରହଣ କରିଥିଲେ ା କାର୍ଯ୍ଯକ୍ରମ ଆୟୋଜନରେ ସିନାପାଲି ଶିଶୁବିଦ୍ଯାମନ୍ଦିରର ସଂପାଦକ ବାମଦେବ ଦାସ, କୋଷାଧ୍ଯକ୍ଷ ବୈଷ୍ଣବ ମେହେର, ସଙ୍କୁଳ ସଂଯୋଜକ ରମେଶ କୁମାର ହଂସ, ଗୌତମ ମେହେରଙ୍କ ସମେତ ସ୍ଥାନୀୟ ବିଦ୍ଯାଳୟର ଗୁରୁଜୀଗୁରୁମା, ସେବକସେବିକା ଓ ସଙ୍କୁଳର ସମସ୍ତ ପ୍ରଧାନ ଆଚାର୍ଯ୍ଯ ସହଯୋଗ କରିଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like