-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ବର୍ଷ ବର୍ଷ ଧରି ଗୋଟିଏ ବିଭାଗରେ ରହିଛନ୍ତି ଓଏଏସ୍ ଅଫିସର । ନିୟମ ଉଲଂଘନ କରି ଗୋଟିଏ ଜାଗାରେ ରହିଛନ୍ତି ଏକାଧିକ ଓଏଏସ୍

29-Jun-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ସରକାର ବଦଳିଛି ୨୪ ବର୍ଷରେ । ଏହା ଲୋକଙ୍କ ଉପରେ ନିର୍ଭର କରେ । କିଏ ସରକାରରେ ରହିବ, କିଏ ବିରୋଧୀ ଦଳରେ ରହିବେ । କିନ୍ତୁ ଜଣେ ବାବୁ ଗୋଟିଏ ପଦରେ ସର୍ବାଧିକ ୩ ବର୍ଷ ରହିପାରିବାର ନିୟମ ରହିଛି । ଆପଣ କିନ୍ତୁ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଲୋକସେବା ଭବନରେ ଗୋଟିଏ ବିଭାଗରେ ଦୀର୍ଘ ବର୍ଷ ହେବ ଗୋଟିଏ ପଦରେ ଜଣେ ଜଣେ ରହିଛନ୍ତି । ପୂର୍ବରୁ ଆଇଏଏସ ଅଧିକାରୀଙ୍କ ନାମରେ ଏପରି ଅଭିଯୋଗ ରହିଥିଲା । ଏବେ କିନ୍ତୁ ଅଭିଯୋଗ ଆସିଛି ଓଏଏସ୍ ଅଧିକାରୀଙ୍କ ନାମରେ । ରାଜ୍ୟ ସରକାରଙ୍କ ଗେହ୍ଲା ପୁଅ, ଝିଅ ଭଳି ଏମାନେ ଗୋଟିଏ ପଦରେ ରହିଛନ୍ତି । ଏବେ ଆମେ ଆପଣଙ୍କ ସାମ୍ନାରେ ଗୋଟିଏ ଗୋଟିଏ ତଥ୍ୟ ରଖୁଛୁ ।

ପୂର୍ବତନ ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀଙ୍କ ସ୍ୱାମୀ

୨୦୧୬ରୁ ସାଧାରଣ ପ୍ରଶାସନ ବିଭାଗରେ ଦାୟିତ୍ୱ ମିଳିଛି, ଅନୌପଚାରିକତା ଭାବରେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ କାମ କରି ଆସୁଥିଲେ ।ଏବେ ଓଏସଡି ଭାବରେ ସାଧାରଣ ପ୍ରଶାସନ ବିଭାଗର ଦାୟିତ୍ୱରେ

ନିବେଦିତା ପୃଷ୍ଟି:ଗୃହ ବିଭାଗରେ ୨୦୧୮ରୁ ଅଛନ୍ତି

ଗୋଟିଏ ପଦରେ ଯୁଗ୍ମ ସଚିବରୁ ସ୍ୱତନ୍ତ୍ର ସଚିବ ପଦୋନ୍ନତି ହେଇଛି ହେଲେ ପଦବୀ ପରିବର୍ତ୍ତନ ହେଉନି

ସୁମିତ୍ରା ସେନାପତି:

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୭ ବର୍ଷ ହେଲା ନିୟୋଜିତ

ଶୁଭାନନ୍ଦ ମହାପାତ୍ର:

ବିଗତ ୧୦ ବର୍ଷ ହେବ ସ୍ୱାସ୍ଥ୍ୟ ବିଭାଗରେ ଡାକ୍ତରଙ୍କ ପୋଷ୍ଟିଂର ତଦାରଖ କରନ୍ତି

ବବିତା ମହାନ୍ତି:

ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚି, ବବିଗତ ୭ ବର୍ଷ ହେବ ଗୋଟିଏ ବିଭାଗରେ ଅଛନ୍ତି

ସ୍ୱୟଂପ୍ରଭା ମହାନ୍ତି:

ପଂଚାୟତରାଜ ବିଭାଗର ବିଗତ ୧୦ ବର୍ଷ ହେବ ରହିଛନ୍ତି

କୂଳମଣି ମିଶ୍ର:

୨୦୧୩ରୁ ଏପର୍ଯ୍ୟନ୍ତ ଅର୍ଥାତ୍ ୧୧ ବର୍ଷ ହେବ ପଂଚାୟତରାଜ ବିଭାଗରେ ରହିଛନ୍ତି

ଶାନ୍ତନୁ କୁମାର ସାହୁ:

୨୦୧୬ରୁ ଅର୍ଥ ବିଭାଗରେ ରହିଛନ୍ତି

ସାରଦା ପଣ୍ଡା:

ଗୃହ ଏବଂ ନଗର ଉନ୍ନୟନ ବିଭାଗରେ ୮ ବର୍ଷ ହେଲା ଗୋଟିଏ ବିଭାଗରେ

ଆଦିତ୍ୟ କୁମାର ମହାପାତ୍ର:

୨୦୧୯ରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ (ନବୀନ ନିବାସ)ରେ କାର୍ଯ୍ୟରତ ଓଏଏସ୍


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like