-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ସମସ୍ୟାର ସମାଧାନ ପାଇଁ ଗଣଶିକ୍ଷା ମନ୍ତ୍ରୀ ଙ୍କୁ ଦାବିପତ୍ର ଦେଲେ ଗୁରୁ ଏଵଂ ଛାତ୍ରଛାତ୍ରୀ

30-Jun-2024



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର,)ଉମରକୋଟ ଗୁରୁଛାତ୍ରଛାତ୍ରୀମାନେ ଅନୁଷ୍ଠାନର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଙ୍କ ନିକଟରେ ଭେଟି ଏକ ଆବେଦନ ପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଦାବି ରେ ଅନୁଷ୍ଠାନର ପ୍ରଶାସନିକ ଏବଂ ଭିତ୍ତିଭୂମି ସୁବିଧା ସହ ଜଡ଼ିତ ଅନେକ  ପ୍ରସଙ୍ଗ ଉଠାଇଛନ୍ତି । ଯେମିତିକି କି, ମୁଖ୍ୟ ସମସ୍ୟା ମଧ୍ୟରେ ପ୍ରଥମଟି ହେଲା ୧୦୦ ଗୁରୁଛାତ୍ରଛାତ୍ରୀଙ୍କ ପାଇଁ କେବଳ ୨ଜଣ ପ୍ରଶିକ୍ଷକ ଅଛନ୍ତି । ଯେଉଁ କାରଣରୁ ଗୁଣାତ୍ମକ ଶିକ୍ଷା ପ୍ରଭାବିତ ହେଉଛି ।ଛାତ୍ରଛାତ୍ରୀମାନେ କହିଛନ୍ତି ଯେ, ଏହି ସବୁ ସମସ୍ୟାର ସମାଧାନ ପାଇଁ ସେମାନେ ଶିକ୍ଷାମନ୍ତ୍ରୀଙ୍କ ନିକଟରେ ଏକ ଲିଖିତ ଆବେଦନ ପତ୍ର ପ୍ରଦାନ କରିଛନ୍ତି। ସେମାନେ ବିଶ୍ୱାସ କରନ୍ତି ଯେ, ଯଦି ଏ ସମସ୍ୟାର ସମାଧାନ ନହୁଏ, ତେବେ ସେମାନଙ୍କର ଶିକ୍ଷା ଏବଂ ସ୍ବାସ୍ଥ୍ୟ ଉପରେ ପ୍ରତିକୂଳ ପ୍ରଭାବ ପଡିପାରେ । ଆହୁରି ମଧ୍ୟ ଆଶା କରୁଛନ୍ତି ଯେ, ମନ୍ତ୍ରୀ ସେମାନଙ୍କ ସମସ୍ୟାକୁ ଗମ୍ଭୀରତାର ସହ ଗ୍ରହଣ କରିବେ ଏବଂ ଶୀଘ୍ର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ । ଯେତେବେଳେ ସମସ୍ୟାର ସମାଧାନ ହେବ ସେତେବେଳେ ଅନୁଷ୍ଠାନର ଶିକ୍ଷାଗତ ତଥା ସାମାଜିକ ପରିବେଶରେ ଉନ୍ନତି ଆସିବ


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like