-+91-9937148622 |
prerana_bgr@rediffmail.com |
Tuesday 1st September 2026 |
R.N.I. Regd No. ODIODI/2010/46693
Breaking News
28-Dec-2020
ଭୁବନେଶର, (ପ୍ରେରଣା ଖବର) - କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରୀ ମିଶ୍ରଙ୍କ ପରିବାର ଲୋକଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରିଲେ, ଏହା ସହିତ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ