-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ତୃତୀୟ ଜିଲ୍ଲା ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ -- ସନ୍ତରଣ ପ୍ରତିଯୋଗୀତା ର ମଜା ନେଲେ ଶହ ଶହ ଦର୍ଶକ

30-Jun-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସଦର ମହକୁମା ସ୍ଥିତ ବିଜୁ ପଟ୍ଟନାୟକ ସନ୍ତରଣାଗାର ଠାରେ ତୃତୀୟ ଜିଲ୍ଲା ସନ୍ତରଣ ଚମ୍ପିୟାନସିପ ସୁବର୍ଣ୍ଣପୁର ଜିଲ୍ଲା ସୁଇମିଙ୍ଗ ଏସୋସିଏସନ ଦ୍ଵାରା ଆୟୋଜିତ କରାଯାଇଥିଲା । ସକାଳ 8 ଘଣ୍ଟାରୁ ଆରମ୍ଭ ହୋଇଥିବା ଉକ୍ତ ପ୍ରତିଯୋଗିତାରେ ଚାରୋଟି ବିଭାଗରେ ବିଭିନ୍ନ ବୟସର ପ୍ରତିଯୋଗୀ ମାନଙ୍କ ପାଇଁ ଫ୍ରୀଷ୍ଟାଇଲ, ବଟରଫ୍ଲାଏ, ବେକଷ୍ଟ୍ରୋକ, ବ୍ରେଷ୍ଟ ଷ୍ଟ୍ରୋକ ଇତ୍ୟାଦି ଇଭେଣ୍ଟ ପାଇଁ ପ୍ରତିଯୋଗିତା କରାଯାଇଥିଲା। ବାଳକ ବିଭାଗ ରେ କୃତିତ୍ୱ ଅର୍ଜନ କରିଥିବା ଶ୍ରୀମାନ ସ୍ବପ୍ନଜିତ ମିଶ୍ର, ଦେବାଂଶ ସାହୁ, ବିକ୍ରମ ବାଗ, ଶୀଧେଶ୍ୱର ବାଗ, ମହାଦେବ ଜଗଦଲା , ଆଦ୍ୟାଶମାନ ମେଣ୍ଡଲି ପ୍ରମୁଖଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ବାଳିକା ବିଭାଗରେ ଗେଟେରୀ ବାଗ, ରୁକ୍ମୁଣୀ ନାଗ, ଦମୟନ୍ତୀ ସୁନା, ଶିବାନୀ କୁଶଳ, ସରସ୍ବତୀ ବେହେରା ପ୍ରମୁଖଙ୍କୁ ପୁରସ୍କୃତ କରାଯାଇଥିଲା। 
ଜିଲ୍ଲା ସନ୍ତରଣ ଏସୋସିଏନର ସମ୍ପାଦକ ଶ୍ରୀଯୁକ୍ତ ଜୟନାରାୟଣ ମେଣ୍ଡଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରିଜର୍ଭ ଇନିସ୍ପେକ୍ଟର ଶ୍ରୀ ସରୋଜ କୁମାର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେଏହି ସଭାରେ ସୁଇମର ତଥା ବରିଷ୍ଠ ସଦଶ୍ୟ ସୁରଜ ବାଗ, ଦିନେଶ ମିଶ୍ର, ବିଦ୍ୟାଧର ମିଶ୍ର,  ସଭାପତି ପ୍ରଦୀପ ମହାନ୍ତି ପ୍ରମୁଖ ମଂଚାସୀନ ଥିଲେ। ଏସୋସିଏସନର ସଦସ୍ୟ ଶ୍ରୀ ଦିଗାମ୍ବର ଶତପଥୀ ସଭା ପରିଚଳନା କରିଥିଲେ। ଅନ୍ୟାନ୍ୟ ସଭ୍ୟ ମନୋରଞ୍ଜନ ମିଶ୍ର, ବିଶ୍ୱରଂଜନ ଦଳାଇ, ପ୍ରକାଶ ମେହେର ପ୍ରମୁଖ ସମସ୍ତ ସଭ୍ୟ ସହଯୋଗ କରିଥିଲେ। ମୁଖ୍ୟ ପ୍ରଶିକ୍ଷକ ସଞ୍ଜୟ କୁମାର ପାଣ୍ଡେ ଏବଂ ନିମାଇଁ ବାଗଙ୍କ ତତ୍ୱାବଧାନରେ ସମସ୍ତ ପ୍ରତିଯୋଗିତା ପରିଚାଳନା କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ଶ୍ରେଷ୍ଠ ଟାଇମର ମାନେ ଆସନ୍ତା ଜୁଲାଇ ମାସରେ ଅନୁଷ୍ଠିତ ହେବାକୁ ଥିବା 64 ତମ ରାଜ୍ୟ ସନ୍ତରଣ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ସୂଚନା ପ୍ରଦାନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ 110 ଜଣ ପ୍ରତିଯୋଗୀ ଭାଗ ନେଇଥିବାବେଳେ ଶତାଧିକ ଦର୍ଶକ ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like