-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ରାଜ୍ୟ

ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର, ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ: ମୁଖ୍ୟମନ୍ତ୍ରୀ

01-Jul-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର। ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ। ଆଉ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। କ୍ଷମତାକୁ ଆସିବେ ରତ୍ନଭଣ୍ଡାର ଖୋଲିବାକୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା।ଭୁବନେଶ୍ୱରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ନିଜ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ବିଜେପିର ବିଜୟ ପାଇଁ ଓଡ଼ିଶାବାସୀ ଏବଂ ନେତୃବନ୍ଦଙ୍କ ପରିଶ୍ରମକୁ ଶ୍ରେୟ ଦେଇଛନ୍ତି। ଏହାପରେ ଜଣେ ସାଧାରଣ କର୍ମୀଠାରୁ ଆରମ୍ଭ କରି ଆଜି ଦିନରେ ମୁଖ୍ୟମନ୍ତ୍ରୀ ଯାଏଁ ନିଜର ସଂଘର୍ଷ କାହାଣୀକୁ ଜନତାଙ୍କ ଆଗରେ ପ୍ରକାଶ କରିଛନ୍ତି ସେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦଳର ଜଣେ ସାଧାରଣ କର୍ମୀ ଭାବେ ସେ ବିଜେପି ପାଇଁ କାମ ଆରମ୍ଭ କରିଥିଲେ। ଏହାପରେ  ସରପଞ୍ଚ ଭାବେ ବିଜୟୀ ହୋଇ ନିଜ ପଞ୍ଚାୟତର ସେବା ପାଇଁ ଆଗେଇ ଆସିଲେ। ଏହି ସମୟରେ ଲୋକଙ୍କ ସେବା ହିଁ ତାଙ୍କୁ ଆଗକୁ ବଢିବାକେୁ ସୁଯୋଗ ଦେଇଥିଲା। ଫଳରେ ୨୦୦୦ରେ ସେ ପ୍ରଥମ ଥର ପାଇଁ ବିଧାୟକ ହେଲେ। ଆଜି ରାଜ୍ୟବାସୀ ତାଙ୍କୁ ମୁଖ୍ୟମନ୍ତ୍ରୀ ହୋଇ ରାଜ୍ୟର ସେବା କରିବା

ସୁଯୋଗ ଦେଇଛନ୍ତି। ତେବେ ବିକଶିତ ଓଡ଼ିଶା ଗଠନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ସ୍ୱପ୍ନ ଦେଖିବଛନ୍ତି ତାକୁ ଓଡ଼ିଶାର ବିଜେପି ଉପରେ ନ୍ୟସ୍ତ ହୋଇଛି। ଏହାକୁ ପୂରଣ କରିବାକୁ ରାଜ୍ୟ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ରାଜ୍ୟରେ ଦୀର୍ଘ ୨୪ ବର୍ଷର ଶାସନ ପରେ ଏକ ପରିିବର୍ତ୍ତନ ଲକ୍ଷ୍ୟ ନେଇ  ବିଜେପି କାମ କରୁଥିଲା। ନିର୍ବାଚନରେ ଦଳ ଯୁଦ୍ଧ କ୍ଷେତ୍ରରେ ସୈନିକ ଭାବେ ଲଢି ବିଜୟ ଲାଭ କରିବା ପରେ ଆଜି ସମସ୍ତେ ଏକାଠି ହୋଇ ବିଜୟ ଉତ୍ସବ ପାଳନ କରୁଛୁ। ସଂଘର୍ଷ ପରେ ଏହା ବିଜୟର ଉତ୍ସବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like