-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ

01-Jul-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଆଜିଠୁ ସମଗ୍ର ଦେଶରେ ନୂଆ ଭାରତୀୟ ନ୍ୟାୟ ସଂହିତା ଲାଗୁ ହୋଇଛି । ଓଡ଼ିଶାରେ ବି ଏହି ନିୟମ ଲାଗୁ ହୋଇଥିବା ବେଳେ ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନାରେ ରୁଜୁ ହୋଇଛି ପ୍ରଥମ ମାମଲା । ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ମାମଲା ରୁଜୁ ହୋଇଛି।
 ଚିନ୍ତାମଣିଶ୍ୱର ମନ୍ଦିର ଅଞ୍ଚଳର ଗୌରାଙ୍ଗ ଚରଣ ଦାସଙ୍କୁ ମରଣାନ୍ତକ ଆକ୍ରମଣ ନେଇ ତାଙ୍କ ପୁଅ ଏହି ମାମଲା ରୁଜୁ କରିଛନ୍ତି । ଜୁନ ୨୯ ରାତିରେ ଦୁଇଟି ବାଇକରେ ତିନି ଦୁର୍ବୃତ୍ତ ଆସି ଗୌରାଙ୍ଗଙ୍କ ବେକକୁ ବ୍ଲେଡରେ କାଟି ଦେଇଥିଲେ।
ଏନେଇ ଥାନାରେ ଅଭିଯୋଗ କଲେ ଅବସ୍ଥା ଖରାପ ହେବ ବୋଲି ବି ଅଭିଯୁକ୍ତମାନେ ଧମକ ଦେଉଥିଲେ। ମାତ୍ର ଆଜି ସକାଳେ ଗୌରାଙ୍ଗ ଚରଣଙ୍କ ପୁଅ ଥାନାର ଦ୍ୱାରସ୍ଥ ହୋଇ ଏହି ମାମଲା ରୁଜୁ କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା ଧାରା 2023 ଅନୁଯାୟୀ ୧୨୬(୨), ୧୧୫(୨), ୧୦୯(୧) ଓ ୩(୫)ରେ ମାମଲା ରୁଜୁ ହୋଇଛି ।

ଏ ନେଇ ଲକ୍ଷ୍ମୀସାଗର ଥାନା ଆଇଆଇସିଙ୍କ କହିବାନୁଯାୟୀ, ଆଜି ସକାଳେ ଗୌରାଙ୍ଗ ଚରଣଙ୍କ ପୁଅ ଥାନାରେ ପହଞ୍ଚି ତାଙ୍କ ବାପାଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ମାମଲା ରୁଜୁ କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି।

ସମଗ୍ର ଦେଶରେ ୩ ନୂଆ ଆଇନ କାର୍ଯ୍ୟକାରିତାକୁ ସ୍ୱାଗତ କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ଏନେଇ ସେ କହିଛନ୍ତି, ପୁରୁଣା ଆଇନ ବଦଳିବା ଯୋଗୁଁ ଲୋକେ ଉପକୃତ ହେବେ, ମାମଲାର ଶୀଘ୍ର ସମାଧାନ ହେବ । ନୂଆ ଆଇନ ସଂପର୍କରେ ସବୁ ପକ୍ଷକୁ ସଚେତନ କରିବା ପାଇଁ ବ୍ୟାପକ ପଦକ୍ଷେପ ନିଆଯିବ ।

ହାଇକୋର୍ଟ ଓ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବିଚାରପତି, ଓକିଲଙ୍କ ପାଇଁ ସଚେତନତା ଶିବିର କରାଯାଇଛି । ଆଗକୁ ଆହୁରି ସଚେତନତା କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ।

ସମଗ୍ର ଦେଶରେ ଆଜି ନୂଆ ଭାରତୀୟ ନ୍ୟାୟ ସଂହିତା ଲାଗୁ ହୋଇଥିବା ବେଳେ ଦିଲ୍ଲୀ ପୁଲିସ୍ ପକ୍ଷରୁ ପ୍ରଥମ ମାମଲା ରୁଜୁ ହୋଇଛି। ଦିଲ୍ଲୀ କମଳା ମାର୍କେଟ ଥାନାରେ ଜଣେ ଭେଣ୍ଡର ବିରୋଧରେ ମାମଲା ରୁଜୁ ହୋଇଛି ।ଏଥିପାଇଁ ଆମେ ପ୍ରସ୍ତୁତ ବୋଲି କହିଛନ୍ତି ଦିଲ୍ଲୀ ପୋଲିସ କମିଶନର ସଞ୍ଜୟ ଆରୋରା । ଏହାଦ୍ୱାରା ନ୍ୟାୟିକ ପ୍ରକ୍ରିୟା ତୱରିତ ହେବ ଓ ପୀଡ଼ିତ ଖୁବ୍‌ ଶୀଘ୍ର ନ୍ୟାୟ ପାଇ ପାରିବେ ବୋଲି ସେ କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like