-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷୟିତ୍ରୀ ଙ୍କୁ ବିଦାୟକାଳୀନ ସମ୍ଭର୍ଦ୍ଧନା

01-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଭଜବଳପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନିତା ଗୁରୁ ଙ୍କ କ୍ଳଷ୍ଟର ସ୍ତରୀୟ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ସିଆରସିସି ରାଜେନ୍ଦ୍ର ଜଗଦଲା ଙ୍କ ଅଧ୍ୟକ୍ଷତାରେ ହିକୁଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଏହା ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷକ  କ୍ଷେତ୍ରବାସୀ ସାହୁ ଓ ସୁବର୍ଣ୍ଣପୁର ଜିଲ୍ଲା ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର  ଅତିଥି ଭାବେ ଯୋଗଦେଇଥିଲେ। ପ୍ରଥମେ ବାକ୍ ଦେବୀ ସରସ୍ଵତୀଙ୍କ ଠାରେ ପ୍ରଦୀପ ପ୍ରଜ୍ବଳନ କରି ଏହି ସଂବର୍ଦ୍ଧନା ସଭା ଆରମ୍ଭ ହୋଇଥିଲା। ପରେ ପରେ  ଶିକ୍ଷକ ବ୍ୟୋମକେଶ ତ୍ରିପାଠୀ ଓ ଗୋପାଳ ମେହେର  ବିଦାୟୀ ପ୍ରଧାନ ଶିକ୍ଷୟତ୍ରୀ ଓ ସମ୍ମାନିତ ଅତିଥିଙ୍କୁ ଫୁଲମାଳ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ପ୍ରଧାନ ଶିକ୍ଷୟତ୍ରୀ ଜାନକୀ ମିଶ୍ର ଓ ଶିକ୍ଷକ ବ୍ୟୋମକେଶ ତ୍ରିପାଠୀ ତାଙ୍କ ଅଭିଭାଷଣ ରଖି  ଶିକ୍ଷୟତ୍ରୀ ଗୁରୁ ଙ୍କୁ ଉଚ୍ଚ ପ୍ରଶଂସା କରିବା ସହ ତାଙ୍କର ସୁସ୍ଥ ନିରାମୟ  ଅବସର କାଳୀନ ଜୀବନ କାମନା କରିଥିଲେ। ବିଦାୟ କାଳୀନ ସଭାରେ କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।ସଭାଶେଷରେ ପ୍ରଧାନ ଶିକ୍ଷକ କ୍ଷେତ୍ରବାସୀ ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like