-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ଆଗଲପୁର କୃଷିସେବା ସମବାୟ ସମିତିରେ ଧାନମଣ୍ଡିରେ ପଡ଼ିରହିଛି ହଜାର ହଜାର ବସ୍ତା ଧାନ

28-Dec-2020



ଆଗଲପୁର, (ପ୍ରେରଣା ଖବର) :ବଲାଙ୍ଗୀର ଜିଲ୍ଲା ଆଗଲପୁର କୃଷିସେବା ସମବାୟ ସମିତିରେ ପ୍ରତିବର୍ଷ ଧାନମଣ୍ଡି ଆରମ୍ଭ ହୋଇଥାଏ l ପ୍ରତିବର୍ଷ ଭଳିଏହି ବର୍ଷ ମଧ୍ୟ ଅଚଳାବସ୍ଥା ଦେଖାଦେଇଛି l ଠିକ ସମୟରେ ଧାନ ଉଠୁନଥିବାରୁ ଚାଷୀ ମାନଙ୍କର ହଜାର ହଜାର ବସ୍ତା ଧାନ  ଶୀତକାକରରେ ମଣ୍ଡିରେ ପଡ଼ିରହିଛି l ଏନେଇ ଚାଷୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି  l ଏହି ମଣ୍ଡି ଉପରେ ଆଗଲପୁର ପଞ୍ଚାୟତର ଇଂସା, ନଗରାଜ, ଗୁଡିମୁଣ୍ଡା ଓ ଆଗଲପୁର ତଥା ରିନବଚନ ପଞ୍ଚାୟତର ଉଚ୍ଚବାହାଲ, ବାଗଝୁଲା, ବଣ୍ଡାବାହାଲ ଓ ରିନବଚନ ଗ୍ରାମର ଚାଷୀ ମାନେ ନିର୍ଭର କରୁଛନ୍ତି l ହେଲେ ଧାନ ମଣ୍ଡି ରେ ଅନେକ ଅବ୍ୟବସ୍ଥା ଯୋଗୁ ଚାଷୀ ମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି lଏଫଏକ୍ୟୁ ମାନର ଧାନ ହେଲେ ମଧ୍ୟ ପ୍ରତି କ୍ୟୁଣ୍ଟାଲରେ ୩ କେଜି ଲେଖାଏଁ କଟନି ଛଟନି କରାଯାଉଛି l ମଣ୍ଡିରେ ଦଲାଲରାଜ ଚାଲିଛି l ଧାନ ମଣ୍ଡିକୁ ନଆଣି ସିଧାସଳଖ ମିଲକୁ ଯାଉଛି ଓ ପରେ ଦଲାଲମାନେ ସିଧାସଳଖ  ଚାଷୀ ମାନଙ୍କ ନାମରେ ଏଣ୍ଟ୍ରି କରୁ ଥିବା ଅଭିଯୋଗ ହେଉଛି lଏଥିରେ ଫେକ୍ସ କର୍ମଚାରୀଙ୍କ ହାତ ରହୁଛି l ଜିଲ୍ଲା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ମଣ୍ଡି ରେ ଚାଲିଥିବା ଦଲାଲରାଜ ବନ୍ଦକରିବା ପାଇଁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like