-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ ୨0୨୪ର ଶୁଭାରମ୍ଭ

01-Jul-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ଜ଼ିଲ୍ଲା ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ- ୨୦୨୪ ର ଶୁଭାରମ୍ଭ  ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା. ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ପୋଗ୍ରାମ ସଂଯୋଜକ ବିଶ୍ୱମ୍ବର ବେହେରା,ଡି ଏମ ଆର ସି ଏଚ ସୁଧାଂଶୁ ନାଏକ, ଜିଲ୍ଲା ଆଶା ସଂଯୋଜକ ତରଣୀସେନ ପଧାନ ପ୍ରମୁଖ ମଞ୍ଚାସିନ ଥିଲେ I ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁଙ୍କ ସଂଯୋଜନା ରେ ଅତିଥିବୃନ୍ଦ ବ୍ୟାପକ ସଚେତନତା ସୃଷ୍ଟି କରି ମ୍ୟାଲେରିଆ, ଡେଙ୍ଗୁ, ଡ଼ାଇରିଆ, ଯକ୍ଷ୍ମl,କୁଷ୍ଠ ରୋଗ ଉପରେ ସଚେତନ କରିବା ତଥା ଟୀକାକରଣ ହୋଇ ନ ଥିବା ଶିଶୁ ଓ ଗର୍ଭବତୀ ମହିଳା ମାନଙ୍କ ଚିହ୍ନଟି କରଣ କରି ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଏକ ସୁସ୍ଥ ସୁନ୍ଦର ସମାଜ ଗଠନ ରେ ସଫଳ ହୋଇ ପାରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି l 
ଉକ୍ତ ସଭାରେ ସରକାରୀ ସ୍ୱାସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ର ର ଛାତ୍ର ଛାତ୍ରୀ, ଆଶା, ଅଙ୍ଗନବାଡି, ମାସ ମେମ୍ବର, ସ୍ୱାସ୍ଥ୍ୟ କର୍ମୀ,ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ I ଶେଷରେ ବୃନ୍ଦାବନ ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026

You Might Also Like