-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ନେଇ ଲୋଇସିଂହା ଥାନାରେ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ

01-Jul-2024



ଲୋଇସିଂହା, (ପ୍ରେରଣା ଖବର) ଭାରତୀୟ ସଂସଦରେ ଗୃହୀତ ହୋଇଥିବା ବିଲ ଅନୁଯାୟୀ ଆଜିଠାରୁ ତିନୋଟି ନୂଆ ଅପରାଧିକ ଆଇନ କାର୍ଯ୍ୟକାରୀ ହେଉଛି l ଏହି ଅବସରରେ ଲୋଇସିଂହା ଥାନାରେ ଆଇଆଇସି ଯାଜ୍ଞସେନୀ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ଲୋଇସିଂହା ତହସିଲଦାର ସଂଘମିତ୍ରା କାଲୋ ଯୋଗଦେଇ ଭାରତୀୟ ନାଗରିକଙ୍କୁ ସଶକ୍ତ କରିବା ଦିଗରେ ନୂଆ ଅପରାଧିକ ଆଇନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ସୂଚନା ଦେବା ସହିତ ପ୍ରତି ନାଗରିକଙ୍କୁ ଅଧିକ ଦକ୍ଷତା ଭିତ୍ତିରେ ନ୍ୟାୟ ପ୍ରଦାନ ବ୍ୟବସ୍ଥା ସୃଷ୍ଟି କରିବା ଏହି ଆଇନ ଗୁଡ଼ିକର ମୂଲ ଲକ୍ଷ୍ୟ ବୋଲି ମତବ୍ୟକ୍ତ କରିଥିଲେ l ନୂଆ ଆଇନରେ ମହିଳା ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସାର ତଦନ୍ତକୁ ପ୍ରାଥମିକତା ଦିଆଯାଇ ନୋଟିସ୍‌ ଦାଖଲ ହେବାର ୨ ମାସ ମଧ୍ୟରେ ଏଭଳି ମାମଲାର ସମାଧାନ କରିବାକୁ ପଡ଼ିବ l ନୂଆ ଅପରାଧିକ ଆଇନ ଅନୁଯାୟୀ ଫୋରେନସିକ୍ ବିଶେଷଜ୍ଞମାନେ ଗୁରୁତର ଅପରାଧ ଏବଂ ପ୍ରମାଣ ସଂଗ୍ରହ ପାଇଁ ଅପରାଧ ସ୍ଥଳ ପରିଦର୍ଶନ କରିବା ବାଧ୍ୟତାମୂଳକ କରାଯାଇଛି l ତେବେ ଆଇନର ଦୁରୁପଯୋଗ ହେଲେ ସାଧାରଣ ନାଗରିକ ହିଁ କ୍ଷତିଗ୍ରସ୍ତ ହେବା ସହିତ ଆଇନରେ ବିଶେଷ କିଛି ପରିବର୍ତ୍ତନ ହୋଇ ନଥିବା ବରିଷ୍ଠ ଆଇନଜୀବୀ ଦିଲୀପ କୁମାର ବେହେରା ପ୍ରକାଶ କରିଛନ୍ତି l ଏହି ଶିବିରରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ, ଆଇନଜୀବୀ, ବରିଷ୍ଠ ନାଗରିକ ତଥା ବୁଦ୍ଧିଜୀବୀ ଉକ୍ତ ଶିବିର ରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like