-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ରାଜ୍ୟ

ତରଭା ଥାନାରେ ଦେଶରେ ନୂତନ ଅପରାଧିକ ଆଇନର କାର୍ଯ୍ୟ କାରିତା ନେଇ ସଚେତନତା

01-Jul-2024



ତରଭା (କପିଳାସ ସେଠ): ତରଭା ଥାନା ପରିସରରେ ଆଇ ଆଇ ସି ଅନିତା କିଡୋ ଙ୍କ ଅଧ୍ୟକ୍ଷତାରେ ନୂତନ ଭାରତର ନୂତନ ଆଇନ ସଚେତନତା ନେଇ  ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ଭାରତୀୟ ନ୍ୟାୟ ସଂହିତା-୨୦୨୩  (ଇଣ୍ଡିଆନ ପେନାଲ କୋଡ଼ ୧୮୬୦ ବଦଳରେ )ଭାରତୀୟ ନାଗରିକ ସୁରେକ୍ଷା ସଂହିତା ୨୦୨୩ (କୋଡ଼ ଅଫ କ୍ରିମିନାଲ ପ୍ରୋସିଜିଓର ୧୯୭୩ ବଦଳରେ) ଭାରତୀୟ ସାକ୍ଷ୍ୟ ଅଧିନିୟମ ୨୦୨୩(ଇଣ୍ଡିଆନ ଏଭିଡେନ୍ସ ଆକ୍ଟ ୨୮୭୨ ବଦଳରେ)ନୂତନ ନିୟମ ଆଜି ଠାରୁ ଦେଶରେ ଲାଗୁ ହୋଇ ଥିବା ନେଇ  ସଚେତନତା ଓ ସୂଚନା ଆୟୋଜିତ ସଭାରେ ଆଇ.ଆଇ.ସି. କିଡୋ ପ୍ରକାଶ କରିଥିଲେ । ତରଭା ଜେ ଏମ ଏମ ଏଫ ସି. ର   ଏ ପି ପି. ଉମେଶ ନାଏକ, ଓକିଲ ସଂଘ ସଭାପତି ସୁରେଶ ମହଲା, ଏସ.ଆଇ ମରୁତ ଚନ୍ଦ୍ର ପଧାନ ମଞ୍ଚାସୀନ ହୋଇ ଥିଲେ I ଓକିଲ ସଂଘ ସଭାପତି ଶ୍ରୀ ମହଲା ଦେଶରେ ନୂତନ ନିୟମ କାର୍ଯ୍ୟକାରିତା ଉପରେ ମତ ରଖିଥିବା ବେଳେ ଦେଶରେ ଓକିଲଙ୍କ ଡ୍ରେସ କୋଡ଼ ର ପରିବର୍ତ୍ତନ ଆବଶ୍ୟକତା ରହିଛି ବୋଲି ଦେବେନ୍ଦ୍ର ନାଏକ ମତ ରଖିଥିଲେ I  ଏହା ପରେ ତରଭା ସହରରେ ସକାଳ ୯. ୩0ରୁ ୧୦ଟା ପର୍ଯ୍ୟନ୍ତ  ଏବଂ ଅପରାହ୍ନ ୩.୩୦ ରୁ ୪ଟା ପର୍ଯ୍ୟନ୍ତ ସହରର ମୁଖ୍ୟ ରାସ୍ତା ଓ ନୁଆଁପଡା ରାସ୍ତାରେ ଟ୍ରାଫିକ ସମସ୍ୟା ବୃଦ୍ଧି ପାଉଛି I  ରଥଯାତ୍ରା ସମୟରେ ଅଧିକ ପୋଲିସ ମୃତୟନ ସହ ଅସାମାଜିକ କାର୍ଯ୍ୟକଳାପ ବନ୍ଦ କରିବା I  ଖୁଲମଖୁଲା ଦେଶୀ ମଦ ବିକ୍ରି ସମେତ ବାଇକ ଚୋରି ,  ସହରରେ କଡାକଡ଼ି ଭାବ ରେ ପେଟ୍ରୋଲିଙ୍ଗ କରିବା ପାଇଁ ଉପସ୍ଥିତ କର୍ମକର୍ତ୍ତା, ଯୁବ ଗୋଷ୍ଠୀ ଆଇ ଆଇ ସି ଙ୍କ ଦୃଷ୍ଟିଆକର୍ଷଣ କରି ଆଲୋଚନା କରିଥିଲେ I  ଜୟପ୍ରକାଶ ନାରାୟଣ ସାହୁ, ରାମ ନାଏକ,  ମାହେଶ୍ୱରୀ ସଂଗଠନ ସଭାପତି ପ୍ରଦୀପ ମେହେରଙ୍କ ସମେତ ସଂଗଠନର ବହୁ ସଭ୍ୟ, ସାମ୍ବାଦିକ  ରାଜକୁମାର ମହାଣା, ରାଜେଶ ମେହେର, କପିଳାସ ସେଠ, କଲ୍ୟାଣ ନାଏକ, ନରୋତ୍ତମ ମଲ୍ଲିକ, ସୁକାନ୍ତ ମିଶ୍ର, ଭୋଳା ବର୍ମା, ଏ ଏସ ଆଇ ନିମାଇଁ ବାରିକ ଓ ସ୍ଥାନୀୟ ପୋଲିସ ଅଧିକାରୀ, କର୍ମଚାରି, ଯୁବଗୋଷ୍ଠୀଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ  I ମେଣ୍ଡା ଫାଣ୍ଡି ଅଧିକାରୀ ଏସ ଆଇ ରବୀନ୍ଦ୍ର ସାହୁ ପରିଚାଳନା, ସ୍ୱାଗତ  ଓ ଧନ୍ୟବାଦ ଦେଇ ଥିଲେ I 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like