-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||     

HOME   ଜିଲ୍ଲା

ଦେଶରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରୀ ପୂର୍ବରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

01-Jul-2024



ବୌଦ୍ଧ(ଜୟାନନ୍ଦ ମିଶ୍ର): ଦେଶରେ ଆଜି ନୂତନ ଅପରାଧିକ ଆଇନ କାର୍ଯ୍ୟକାରି ହୋଇଥିବାରୁ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତାକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବୌଦ୍ଧ ରିଜର୍ଭ ଇନ୍ସିପେକ୍ଟର କୁଳମଣୀ ଗିରି ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଡିଏସପି ସଂଯୁକ୍ତା ବାର୍ଲା ମହିଳା ଓ ଶିଶୁ ନିର୍ଯ୍ୟାତନା ମହିଳାଙ୍କ ଉପରେ ଶାରୀରିକ ଶୋଷଣ, ଯୌନ ଉତପିଡନ ଏବଂ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ଉପରେ ସବିଶେଷ ଆଲୋଚନା କରିଥିଲେ । ଡିଏସପି(ପିସିଆର ସେଲ) ଆନନ୍ଦ କୁମାର ଡୁଙ୍ଗଡୁଙ୍ଗ ଏହି ନୂତନ ଆଇନ ବିଷୟରେ ଆଲୋକପାତ କରିଥିଲେ । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ତାଙ୍କ ବକ୍ତବ୍ୟରେ ଏହି ନୂତନ ଆଇନର କାର୍ଯ୍ୟକାରିତା, ଯେ କୌଣସି ସ୍ଥାନରୁ ଅନଲାଇନ ରେ ପଂଜିକରଣ, ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ଦିଗରେ ନୂତନ ଆଇନ ବ୍ୟବସ୍ଥା ଭାରତୀୟ ନ୍ୟାୟ ସଂହିତା ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩, ଭାରତୀୟ ସାକ୍ଷ୍ୟ ଅଧିନିୟମ ୨୦୨୩ ବିଷୟରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପୋଲିସ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ,କର୍ମଚାରୀ, ବରିଷ୍ଠ ନାଗରିକ, ଅବସରପ୍ରାପ୍ତ ପୋଲିସ କର୍ମଚାରୀ, ମିଶନ ଶକ୍ତିର ମହିଳା , ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026

You Might Also Like