-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ବନୋ ମହୋତ୍ସବ ସପ୍ତାହ ପାଳନ ଲୋଇସିଂହା ବନାଞ୍ଚଳ ରେ

02-Jul-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବନାଞ୍ଚଳ ର ଲୋଇସିଂହା ସେକ୍ସନ ଅନ୍ତର୍ଗତ ଡୁଙ୍ଗୁରିପାଲି ଠାରେ କମ୍ପା ଏ. ଏନ. ଆର ପ୍ଲାଣ୍ଟେସନ ସହଯୋଗ ରେ ବନ ମହୋତ୍ସବ ସପ୍ତାହ ପାଳନ କରାଗଲା l ଏହି ବନ ମହୋତ୍ସବ ରେ ପଟୁଆପାଲି ପଂଚାୟତ ର ସରପଞ୍ଚ ରବିଚନ୍ଦ୍ର ବସ୍ତିଆ, ସମିତି ସଭ୍ୟ ଶ୍ରୀଯୁକ୍ତ ନିର୍ମଳ ଭୋଇ, ଦ୍ରୋଣ ନାଏକ, ସନ୍ତୋଷ ମିର୍ଦ୍ଧା, ପୁରନ୍ଦର ମହାକୁର, ମା ମାହେଶ୍ୱରୀ ସ୍ୱୟଂ ସହାୟକ ଦଳ ବ୍ୟତୀତ ଅଂଚଳ ର ଅନେକ ସ୍ୱୟଂ ସହାୟକ ଦଳ ର ସଭ୍ୟା ସମେତ ବହୁମାତ୍ରାରେ ଗ୍ରାମବାସୀ ଯୋଗ ଦେଇଥିଲେ l ଲୋଇସିଂହା ବନାଞ୍ଚଳ ଅଧିକାରୀ ଶ୍ରୀଯୁକ୍ତ ପାଉଲ ହରପାଲ, ଫରେଷ୍ଟର ବାବୁଲା ଦାସ ଙ୍କ ସମେତ ଅନ୍ୟାନ୍ୟ ବନ୍ୟ କର୍ମଚାରୀ ଯୋଗଦେଇ ବନ ମହୋତ୍ସବ ପାଳନ ସମ୍ବନ୍ଧରେ ଆଲୋଚନା କରିଥିଲେ l ପରେ ସମସ୍ତ ଙ୍କ ସହଯୋଗ ରେ ଗଛ ଗୁଡିକ ଲଗାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like