-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୩୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

02-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ  ଅନୁଷ୍ଠିତ ହୋଇଯାଇଛି l  ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଓ ଶ୍ରୀଯୁକ୍ତ ୟସ ପ୍ରତାପ ଶ୍ରୀମଲ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ୨୩ ଗୋଟି ବ୍ୟକ୍ତିଗତ ଓ ୧୦ ଗୋଟି ସାମୁହିକ ଦରଖାସ୍ତ ରହିଥିବା ବେଳେ ୨ ଗୋଟି ଦରଖାସ୍ତ ମୁଖମନ୍ତ୍ରୀ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି l ଶିବିରରେ ପଞ୍ଜିକୃତ ଆବେଦନ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଶିବିର ରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ  ଭିନ୍ନକ୍ଷମ ଦମ୍ପତି ଦିଲୀପ ମହାନନ୍ଦ (ଭିନ୍ନକ୍ଷମ ) ଓ ଡଲି ଭଞ୍ଜ, ଭାଲିଆପଦର, ବୀରମହାରାଜପୁର ଏବଂ ଅଚ୍ୟୁତ ମେହେର (ଭିନ୍ନକ୍ଷମ) ଓ ଉଷା ମେହେର, ପଟାଭାଡ଼ି, ସୋନପୁର  ଉଭୟ ଯୋଗ୍ୟ ଦମ୍ପତିଙ୍କୁ  ବୈବାହିକ ପ୍ରୋତ୍ସାହନ ଅର୍ଥ ରାଶି ବାବଦରେ ଉଭୟ ଦମ୍ପତିଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା l ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ବିଡିଓ ସୋନପୁର ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ  ଅଶ୍ୱିନୀ କୁମାର ମେହେର ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ପି ଡି ଡୁଡା ବିଶ୍ୱନାଥ ବାରିକ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଉପଜିଲ୍ଲାପାଳ ସୋନପୁର ସୂରଜ କୁମାର ପଟ୍ଟନାୟକ , ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ଦୁର୍ଗା ପ୍ରସାଦ ଦାଶ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ,ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରବୀର ସାମଲ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ. ଜିଲ୍ଲା ,  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ,   ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ. ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ନିର୍ବାହୀ ଯନ୍ତ୍ରୀ ତେଲ ଇରିଗେଶନ ଡିଭିଜନ ଇଂ ଜିତେନ୍ଦ୍ର ପାଢ଼ୀ, ନିର୍ବାହୀ ଯନ୍ତ୍ରୀ ଟିପି ଓ ଡବ୍ଲୁ ଓ ଡି ଏଲ ଅଶୋକ ମିଶ୍ର, , ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ ବେହେରା, ଡ.ସୋମ୍ୟାରୁପା ରଥ ତହସିଲଦାର ସୋନପୁର , ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ମନୋରଞ୍ଜନ ପଣ୍ଡା, ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like