-+91-9937148622 |
prerana_bgr@rediffmail.com |
Sunday 8th March 2026 |
R.N.I. Regd No. ODIODI/2010/46693
Breaking News
02-Jul-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଆଜି ଢେଙ୍କାନାଳ ବସ୍ ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଲକ୍ଷ୍ମୀ ବସ୍ ଗୁଡ଼ିକର ରଙ୍ଗ ବଦଳି ଯାଇଛି । ତେବେ କାହା ନିର୍ଦ୍ଦେଶରେ ରଙ୍ଗ ବଦଳିଛି ତାହା ଏବେ ଯାଏଁ ଜଣାପଡ଼ିନି ।
ବଦଳିଲା ଲକ୍ଷ୍ମୀ ବସ୍ ରଙ୍ଗ, ସବୁଜରୁ ହେଲା ଗେରୁଆ । ଢେଙ୍କାନାଳରେ ଗେରୁଆ ରଙ୍ଗ ହୋଇଛି ଲକ୍ଷ୍ମୀ ବସ୍ । ଆଜି ଢେଙ୍କାନାଳ ବସ୍ ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଲକ୍ଷ୍ମୀ ବସ୍ ଗୁଡ଼ିକର ରଙ୍ଗ ବଦଳି ଯାଇଛି । ତେବେ କାହା ନିର୍ଦ୍ଦେଶରେ ରଙ୍ଗ ବଦଳିଛି ତାହା ଏବେ ଯାଏଁ ଜଣାପଡ଼ିନି । ପୂର୍ବରୁ ସରକାର ବଦଳିଲା ପରେ ବସରେ ଲାଗିଥିବା ଶଙ୍ଖ ପୋଷ୍ଟର୍ ସବୁ ହଟି ଯାଇଥିଲା ଆଉ ଏବେ ରଙ୍ଗ ବଦଳି ଯାଇଛି ।