-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ରାଜ୍ୟ

ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା: ମନ୍ତ୍ରୀ ନିତ୍ୟାନନ୍ଦ ପଣ୍ଡା

02-Jul-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ। ସେ ନେଇ ପ୍ରସ୍ତୁତି ଚାଲିଛି ଏବଂ ଅର୍ଥ ବିଭାଗ ସହ ବିସ୍ତୃତ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ଗଣଶିକ୍ଷା ତଥା ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି। ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଏନେଇ ସହ ଆଲୋଚନା ଜାରି ରହିଛି।ଆଲୋଚନା ପରେ କେଉଁ ବର୍ଗର ଭତ୍ତାକୁ ବୃଦ୍ଧି କରାଯିବ ସେନେଇ ସ୍ପଷ୍ଟ କରାଯିବ ବୋଲି କହିଛନ୍ତି। ତେବେ ନିର୍ବାଚନ ପୂର୍ବରୁ ବିଜେପି ଭତ୍ତା ବୃଦ୍ଧି କରିବାକୁ ସଂକଳ୍ପପତ୍ରରେ ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାକୁ ପୂରଣ କରିବାକୁ ଯାଉଛି ବୋଲି କୁହାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like