-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର - ପଣ୍ଡିତ ଫକୀର ମୋହନ ନନ୍ଦଙ୍କ 87ତମ ଜୟନ୍ତୀ ସଭା

28-Dec-2020



ବଲାଙ୍ଗିର, (ପ୍ରେରଣା ଖବର) - ଆଜି ସ୍ଥାନୀୟ ଲିଟରରି ଏଣ୍ଡ ସୋସିଆଲ କ୍ଲବ ସଭାକକ୍ଷ ଠାରେ ପଣ୍ଡିତ ଫକୀର ମୋହନ ନନ୍ଦଙ୍କ 87ତମ ଜୟନ୍ତୀସଭା, ସଂଗଠକ ମଦନ ମୋହନ ରଥଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଗୁରୁ ଶିବାନନ୍ଦ ଦାସ ଯୋଗଦେଇ ଥିଲେ l ଆରମ୍ଭରେ ବାବୁଲାଲ ମିଶ୍ର ଅତିଥି ମାନଙ୍କୁ ମଞ୍ଚକୁ ଆହ୍ୱାନ କରିଥିଲେ, ପରଂଭିକ ସଂଗୀତ ଗାନ କରିଥିଲେ ଶ୍ରାବଣୀ ମେହେର l ଅତିଥି ପରିଚୟ ପ୍ରଦାନ କରିଥିଲେ କସ୍ତୁରୀ ରଥ lଏହି ଅବସରରେ ଭାଗିରଥି ମହାପାତ୍ରଙ୍କ ପୁସ୍ତକ କଠୋପନିଷଦ ଭାଗ -2 ଉନ୍ମୋଚନ ହୋଇଥିଲା l ବାଳକୃଷ୍ଣ ଷଡ଼ଙ୍ଗୀ ଓ ସନ୍ତୋଷିନୀ ସେଠୀଙ୍କୁ ଫକୀର ନନ୍ଦ ସ୍ମୃତି ସଂମାନ ପ୍ରଦାନ କରାଯାଇଥିଲା l ମାନପତ୍ର ପାଠ କରିଥିଲେ ରତ୍ନମୟ ତ୍ରିପାଠୀ ଓ ସସ୍ମିତା ନେପାକ l ସଭା ପରିଚାଳନା କରିଥିଲେ ସରସ୍ବତୀ ନନ୍ଦ l କାର୍ଯ୍ୟକ୍ରମ କୁ ସଫଳ କରିବାରେ ସାଇ ବିନାୟକ ମିଶ୍ର, ସାଇ ଶ୍ରୀରାମ ମିଶ୍ର, ହରିସଚନ୍ଦ୍ର ମହାପାତ୍ର, ସାଇ ପ୍ରଶାନ୍ତି ମହାପାତ୍ର, ଅଳକା ନନ୍ଦା ସାହାଣୀ, ପୂର୍ଣ୍ଣମାସି ରାଉତ, ପ୍ରଭାତୀ ନନ୍ଦ ପ୍ରମୁଖ ସହଯୋଗ କରିଥିଲେ, ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇ ଥିଲେ ଯୁବକବି ରତ୍ନମୟ ତ୍ରିପାଠୀ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like