-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ମାୟବର୍ହା ହାଇସ୍କୁଲ ରେ ବନ ମହୋତ୍ସବ ପାଳିତ

02-Jul-2024



ଡୁଙ୍ଗୁରିପାଲି, ତା ୩/୭:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଗଛ ଆମର ଦେବତା, ଗଛ  ଜନ ଓ ଜଙ୍ଗଳରେ ଜୀବନ ସଂଚାରଣ କରିଥାଏ  ଓ ଉତ୍ତମ ପରିବେଶ ଯୋଗଇଥାଏ ବୋଲି   ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଚେତନ ସଭାରେ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନେ ମତବ୍ୟକ୍ତଗ କରିଛନ୍ତି । କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ତଥା ଜିଲ୍ଲା ସ୍କାଉଟ ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ ୁ ସଂଯୋଜନା କରିଥିଲେ । ସ୍କୁଲ ଏବଂ ଖେଳ ପଡିଆ ପରିସରରେ ନିମ୍ବ, ଆମ୍ବ , ବେଲ, ଗମ୍ଭାରି ଏବଂ ବିଭିନ୍ନ  ପ୍ରଜାତିର ଚାରା ତଥା ଫୁଲ ଗଛ ରୋପଣ କରାଯାଇଛି । ଜୁନିୟର ରେଡକ୍ରସ ୟୁନିଟର ସ୍ୱେଚ୍ଛାସେବୀ,, ସହିତ ଭଗତ ସିଂ ସ୍କାଉଟ ଟ୍ରୁପର ପିଲାମାନେ ତଥା ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗଦେଇ ଆଗାମୀ ଦିନାରେ ରୋପଣ କରାଯାଇଥିବା ଚାରା ଓ ଗଛର ଉପଯୁକ୍ତ ଯତ୍ନ ନେବେ ବୋଲି ଶପଥ ପାଠ କରିଥିଲେ ।

କାର୍ଯ୍ୟକ୍ରମରେ ସ୍କାଉଟ କ୍ରୀସ, ସୁଜିତ, ରୋଶନ, ଜୁନିୟର ଲିପସା, ଜନନୀକା, ଅର୍ଚିତା, ଶୁଭଶ୍ରୀ, ରେଖା, ସୌମ୍ୟା, ଝରଣା, ବିକାଶ, ବିଭୀଷଣ, ଖମାରୀ, ମୀନକେତନ ଦାଶ ପ୍ରମୁଖ ଭାବରେ ନେତୃତ୍ୱ ନେଇ ଚାରା ରୋପଣ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ଶେଷରେ ଶିକ୍ଷକ ନନ୍ଦି ଘୋଷ ବାରିକ ଧନ୍ୟବାଦ ଅର୍ପଣ କରିଥେଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like