-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପାଳିତ

02-Jul-2024



ଡୁଙ୍ଗୁରିପାଲି, ତା ୨/୨୦୨୪: (ପ୍ରେରଣା ଖବର) ସ୍ଥାନୀୟ ବାଲୁଙ୍କେଶ୍ଵର ଆଦିବାସୀ ଉଚ୍ଚ ବିଦ୍ୟାଳୟ ସର୍ଗୁଲ ର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଚୈତନ୍ଯ ମଲ୍ଲିକ ଚାକିରି ରୁ ଅବସର ନେଇଥିବା ରୁ ବିଦ୍ୟାଳୟର ପୁରାତନ ଛାତ୍ର ଛାତ୍ରୀ ତଥା ବିଦ୍ୟାଳୟ ତରଫରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।ପ୍ରଧାନଶିକ୍ଷକ କୃଷ୍ଣ ପ୍ରିୟା ସାହାଣୀ ଙ୍କ ସଭାପତିତ୍ବ ରେ ବିଦାୟ ସମ୍ବର୍ଦ୍ଧନା ସଭା ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ ସମିତି ସଭ୍ଯ  ପୁରନ୍ଦର ସାହୁ।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସତ୍ଯନାରାୟଣ ସାହୁ,ଗଧାପାଲି ହାଇସ୍କୁଲ ର ପ୍ରଧାନ ଶିକ୍ଷକ ସଦାନନ୍ଦ ପଧାନ ମୁଖ୍ୟ ଅତିଥି ପ୍ରତିନିଧି ପ୍ରଶାନ୍ତ ପାଣ୍ଡେ ଯୋଗଦେଇ ବିଦ୍ୟାଳୟ ରେ ନିଃସ୍ବାର୍ଥ ଭାବେ  ସମର୍ପିତ ଦୀର୍ଘ 35 ବର୍ଷ କାଳ ଶିକ୍ଷାଦାନ କରି କେତେ ଭବିଷ୍ୟତ ଗଢିତୋଳିଛନ୍ତି  ତାହା ସୃତିଚାରଣ କରିଥିଲେ। ବିଭିନ୍ନ ବିଦ୍ଯାଳୟ ରୁ ଆସିଥିବା ଶିକ୍ଷକ ମାନେ ଶ୍ରୀଯୁକ୍ତ ଚୈତନ୍ଯ ମଲ୍ଲିକ ଙ୍କ ସେବା ମନୋଭାବ, ଆଦର୍ଶ ବିଷୟରେ ଆଲୋକପାତ କରିଥିଲେ।ସଭାରେ ଶତାଧିକ ପୁରାତନ ଛାତ୍ର ଛାତ୍ରୀ ଯୋଗ ଦେଇ  ସାର୍ ଙ୍କ ସୃତି ଚାରଣ କରିଥିଲେ। କାର୍ଯ୍ୟକ୍ରମ  କୁ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ନିମାଇଁ ଚରଣ ମଲ୍ଲିକ ଓ ପୁରାତନ ଛାତ୍ର ଚନ୍ଦ୍ର ମଣି ବାଘ ପରିଚାଳନା କରିଥିବା ବେଳେ ଛାତ୍ର  ଗଣ୍ଡାରାମ ମେହେର  ଧନ୍ଯବାଦ ଅର୍ପଣ କରିଥିଲେ।

ବିଦ୍ୟାଳୟର ଶିକ୍ଷକ ସୋମନାଥ ହାତୀ,ସୁନିଲ କୁମାର ସାହୁ,ପ୍ରଫୁଲ୍ଲ କୁମାର ସାହୁ,ଗୋପାଲ କୃଷ୍ଣ  ସାହୁ,ସନ୍ତୋଷ ମେହେର, ବଳଦେବ ସ୍ବାଇଁ,ଧନପତି ସାହୁ,ଯାଦବ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।ପୁରାତନ ଛାତ୍ର  ପ୍ରଫୁଲ୍ଲ ବାରିକ, କଳାକାହ୍ନୁ ରଣା,ଭୋଜରାଜ ରଣା,ଯୋଗେଶ ସାହୁ,ରଶ୍ମୀ ସାହୁ,ପ୍ରକାଶ ସାହୁ,ସହଯୋଗ କରିଥିଲେ। ଶେଷ ରେ ମଲ୍ଲିକ ସାର ଙ୍କୁ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇଥିଲା ।ଛାତ୍ର ଛାତ୍ରୀ ମାନେ ଉତ୍ସାହ ର ସହ ନୃତ୍ଯ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like