-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||     

HOME   ଜିଲ୍ଲା

ଦେଉଲିରେ ବିଶାଳ ବୃକ୍ଷରୋପଣ ମହୋତ୍ସବ

02-Jul-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ବ୍ଲକ ବାଗବାର ପଞ୍ଚାୟତ ଅନ୍ତର୍ଗତ ଦେଉଳି ସ୍ଥିତ ମହାନଦୀ କୂଳରେ ଏକ ବିଶାଳ ବୃକ୍ଷରୋପଣ ସମାରୋହ ଅନୁଷ୍ଠିତ ହୋଇଯାଇଛି।‌ ଏଥିରେ  ବିରାମହରାଜପୁର ପଞ୍ଚାୟତ ସମିତି ଉପାଧ୍ୟାକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି, ଚାଷୀ ନେତ୍ରୀ ସୋନାଲି ବିଶି, ପ୍ରଭା ଫାଉଣ୍ଡସନ ପ୍ଲାବନ ମହାପାତ୍ର, କୋଶଲବାଦୀ ନେତା ରମଣୀ ଦନ୍ତା, ସରପଞ୍ଚ ନିରୁପମା ବଗର୍ତି, ସୁଲୋଚନା ହୋତା, ଅବନୀ ଶତପଥି, ନୀଳାମ୍ବର ଦାସ, ଅରବିନ୍ଦ ରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ସଭାକାର୍ଯ୍ୟ ଶେଷରେ ପୂଜାର୍ଚ୍ଚନା କରି ବୃକ୍ଷ ରୋପଣ କାର୍ଯ୍ୟ ଶୁଭାରମ୍ଭ ହୋଇଥିଲା। ପୂଜକ ପିଣ୍ଟୁ ଶତପଥୀ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଅଶ୍ଵିନୀ ଶତପଥୀ ସଭା ପରିଚାଳନା କରିଥିଲେ। ଏଥିରେ ୨୦୦ ରୁ ଉର୍ଦ୍ଧ ବିଭିନ୍ନ ପ୍ରକାରର ବୃକ୍ଷ ରୋପଣ ହୋଇଥିଲା।ସମାଜ ସେବୀ ସୁଧାଂଶୁ କର୍ଣ୍ଣ, ୱ।ର୍ଡ ମେମ୍ବର ରଞ୍ଜିତ କର୍ମୀ ,ଭକ୍ତ ବୁଡେକ୍ ,ମାନସ ମିଶ୍ର
ସିୟା ସଂଗଠନ ରୁ ସୁଦାମ ଗାଈଗାରିଆ, ଦିଲ୍ଲୀପ ପଧାନ ଓ ବିଭିନ୍ନ ସ୍ବେଛାସେବୀ ସଦସ୍ୟ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026

You Might Also Like