-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||     

HOME   ଜିଲ୍ଲା

ଶିକ୍ଷକ କିଶୋର ମିଶ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

02-Jul-2024



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗୀର ରିନବଚନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ମିଶ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ଗତ ମେ ମାସ  ୩୧ ତାରିଖରେ ଅବସର ଗ୍ରହଣ କରିଥିଲେ କିଶୋର ମିଶ୍ର I ଆଜି ବିଦ୍ୟାଲୟରେ ସ୍କୁଲ ପରିଚାଳନା କମିଟି ଓ ଶିକ୍ଷକ,ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ଗତ ୨୦୧୨ ମସିହାରୁ ରିନବଚନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ ସମ୍ପାଦନ କରୁଥିଲେ I ୧୨ ବର୍ଷ ମଧ୍ୟରେ ସ୍କୁଲର ଉନ୍ନତିକରଣ କାର୍ଯ୍ୟ ତଥା ପାଠପଢା କ୍ଷେତରେ ଅନେକ ପରିବର୍ତ୍ତନ ଆଣିପାରିଥିଲେ I ଜଣେ ଆଦର୍ଶ ଶିକ୍ଷକ ଭାବେ ନିଜ ପରିଚୟ ସୃଷ୍ଟି ସହ ଛାତ୍ରଛାତ୍ରୀ ଓ ଅଭିଭାବକ ମହାଲାରେ ଅତି ଅପଣାର ଥିଲେ I ତାଙ୍କ କାର୍ଯ୍ୟକାଳ ମଧ୍ୟରେ ସ୍କୁଲରୁ ଅନେକ ମେଧାବୀ ଛାତ୍ରଛାତ୍ରୀ ବାହାରିଛନ୍ତି I ୧୯୮୮ ମସିହାରୁ ଶିକ୍ଷକତା ବୃତ୍ତି ଆରମ୍ଭ କରିଥିଲେ I ତିନି ଦଶନ୍ଧିରୁ ଅଧିକ ସମୟ ଧରି ବିଭିନ୍ନ ସ୍କୁଲରେ  ଶିକ୍ଷକତା କରିଛନ୍ତି କିଶୋର ମିଶ୍ର I ସ୍କୁଲ ପରିଚାଳନା କମିଟି ସଭାପତି ମାଧବ ଦୀପଙ୍କ ସଭାପତିତ୍ବରେ  ସମ୍ବର୍ଦ୍ଧନା ଉତ୍ସବରେ ଗାଁର ବରିଷ୍ଠ ନାଗରିକ ଭୀମସେନ୍ ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସିଆରସିସି ନିରାକାର ସାଏ, ବରିଷ୍ଠ ଶିକ୍ଷକ କୋମଳଲୋଚନ ସାହୁ ଯୋଗଦେଇଥିଲେ I ମାନପାତ୍ର ଓ ଉପଢୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା I ସଭାରେ ରିନବଚନ ଲାଲ ବାହାଦୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିନୋଦ ଷଡଙ୍ଗୀ, ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିହାରିକା ତ୍ରିପାଠୀ, ଶିକ୍ଷୟିତ୍ରୀ ଆକୃତି ପଣ୍ଡା, ରଶ୍ମିତା ସାହୁ, ବର୍ଷାରାଣୀ ନାୟକ, ବିଦ୍ୟୁତଲତା ମିଶ୍ର, ଶ୍ରୀକାନ୍ତ ସାହୁଙ୍କ ସମେତ ସ୍କୁଲ ପରିଚାଳନା କମିଟି କର୍ମକର୍ତ୍ତା ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026

You Might Also Like