-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ

02-Jul-2024



ବୋଡ଼େନ  (ରାମନାଥ ପଣ୍ଡା )
ଜଙ୍ଗଲ ବୃଦ୍ଧି,ସନ୍ତୁଳିତ ପାଣିପାଗ ଓ ଉପଯୁକ୍ତ ଜଳବାୟୁ ନିମିତ୍ତ ବନମହୋତ୍ସବ ସହ ଜନସଚେତନତା ଅତ୍ୟନ୍ତ ଜରୁରୀ ।ତେଣୁ ଓଡ଼ିଶା ସରକାରଙ୍କ ଯୋଜନାନୁଯାୟୀ ବନମହୋତ୍ସବ ସପ୍ତାହ ପାଳନ ହେଉଥିବାବେଳେ ଆଜି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଳକ ସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖଡ଼ିଆଳ ବନଖଣ୍ଡ ଅଧିନରେ ଥିବା ବୋଡ଼େନ ସେକ୍ସନ ଦ୍ଵାରା ବିଦ୍ୟାଳୟରେ ଏକ୍ ପେଡ୍ ମାଁ କେ ନାମ୍ ଆଧାରରେ ବନମହୋତ୍ସବ ପାଳନ କାର୍ଯ୍ୟକ୍ରମର ସଭାରେ ଖରୀଆର ବନଖଣ୍ଡ ଅଧିକାରୀ ମହମ୍ମଦ ଅଜିଜ୍ ଖାନ (ଆଇ ଏଫ୍ ଏସ) ମୁଖ୍ୟ ଅତିଥି ଥିବା ବେଳେ ବୋଡ଼େନ ବି ଡି ଓ ପ୍ରିୟରଞ୍ଜନ କୁମାର ମୁଖ୍ୟ ବକ୍ତା , ବିଶିଷ୍ଟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ସମ୍ମାନିତ ଅତିଥି ରୂପେ ସ୍ଥାନୀୟ କଲେଜର ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡ, ଖରୀଆର ରେଞ୍ଜର ସଂସ୍କୃତା ବଡ଼ନାୟକ,ଇଂରାଜୀ ଅଧ୍ୟାପକ ସାମୁଏଲ ଦାନି ମଞ୍ଚାସିନ ଥିଲେ ।

ଇତିହାସ ଅଧ୍ୟାପକ ଗୟାଧର ମହାନ୍ତି ଅତିଥିଙ୍କୁ ସ୍ବାଗତ ଜଣାଇବା ସହ ସ୍ବାଗତସମ୍ଭାଷଣ ରଖିଥିଲେ ।ଅଧ୍ୟାପକ ସାମୁ ଏଲ ଦାନୀ ମଞ୍ଚ ପରିଚାଳନା କରିଥିଲେ ।ଅତିଥିଙ୍କ ସମ୍ଭାଷଣ ପରେ ବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ଦୁଇଟି ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛଅ ଜଣ ପ୍ରତିଯୋଗୀଙ୍କୁ ମଞ୍ଚା ସିନ ଅତିଥି ମାନଙ୍କ ମାଧ୍ୟମରେ ପୁରସ୍କୃତ କରାଯାଇଛି ।ସମ୍ପୂର୍ଣ୍ଣ ବ୍ଲକ ମଧ୍ୟରେ କେମିତି ବୃକ୍ଷ ରୋପଣ ହୋଇ ପାରିବ ତା'ରି  ପାଇଁ ନିୟମିତ ପ୍ରୟାସ କରୁଥିବା ଫରେଷ୍ଟର ଦୁର୍ଯ୍ୟୋଧନ ପ୍ରସାଦ ଦୀକ୍ଷିତ ଧନ୍ୟବାଦ୍ ଅର୍ପଣ କରିଥିଲେ । ତଦ୍ ପରେ ବିଦ୍ୟାଳୟର  ଚତୁଃପାର୍ଶ୍ଵରେ ବୃ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେlଇଥିଲା।ଆଜିର କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶହ ଶହ ଛାତ୍ର ଛାତ୍ରୀ ,ବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା,ଅନ୍ୟାନ୍ୟ ଷ୍ଟାଫ୍,ଫରେଷ୍ଟ ଗାର୍ଡ ପୁରୁଷୋତ୍ତମ ନାଗ ତଥା  ବନବିଭାଗୀୟ କର୍ମଚାରୀ ନନ୍ଦିନୀ ସୁନାନି,ସୁଦାମ କୁମାର ବାଗ,ତରୁଣ ତେଜି,ପି ଏନ ଜି ଓ ଷ୍ଟାଫ୍  ମଲ୍ଲିକାର୍ଯୁନ ମଲ୍ଲିକ ଓ ଯୋଶୀ ବାବୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like