-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ବନୀକରଣ ପାଇଁ ବଢୁଛି ସଚେତନତା, ବିଭିନ୍ନ ସ୍ଥାନରେ ମନମହୋତ୍ସବ ପାଳିତ, ସବୁଜ ବଲାଙ୍ଗୀର ଗ୍ରୁପ ପକ୍ଷରୁ ବ୍ୟାପକ ଭାବରେ ବୃକ୍ଷରୋପଣ

03-Jul-2024



ବାଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ସହର ସମେତ ଜିଲ୍ଲାରେ ଖରାଦିନେ ପ୍ରବଳ ଗ୍ରୀଷ୍ମପ୍ରବାହ ଲାଗିରହୁଛି । ତାପମାତ୍ରା ପ୍ରାୟ ୪୮ଡିଗ୍ରୀ ପର୍ଯ୍ୟନ୍ତ ପହଞ୍ଚି ଜୀବନ ଦୁର୍ବିସହ ହୋଇଯାଉଛି । ତେଣୁ ପରିବେଶ ପ୍ରତି ଜନସଚେତନତା ସୃଷ୍ଟି ତଥା ବନୀକରଣ ପାଇଁ ବଲାଙ୍ଗୀରର ବିଭିନ୍ନ ସଂଗଠନ ଆଗେଇ ଆସୁଛନ୍ତି । କିଛି ସ୍ୱେଚ୍ଛାସେବୀ ନିଜେ ନିଜେ ଜଙ୍ଗଲବିଭାଗଠାରୁ ଚାରା ଆଣି ନିଜଘରେ,ଘରପାଖରେ ତଥା ଜଙ୍ଗଲର ତଳିଅଞ୍ଚଳରେ ଲଗାଉଛନ୍ତି । ଏହି ଧାରା କିଛିବର୍ଷ ଧରି ଚାଲିଆସିଛି । କିନ୍ତୁ ଚଳିତବର୍ଷ ପ୍ରାୟ ସାମାଜିକ ଓ ସାଂସ୍କୃତିକ  ସଂଗଠନ ପକ୍ଷରୁ ବ୍ୟାପକ ଭାବରେ ବନୀକରଣକୁ ଧ୍ୟାନ ଦିଆଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ “ଏକପେଡ ମାଁ କେ ନାମ” ଯୋଗୁଁ ଲୋକମାନେ ଆହୁରି ଆଗ୍ରହ ପ୍ରକାଶ କରୁଛନ୍ତି। ବଲାଙ୍ଗୀରର କିଛି ବୁଦ୍ଧିଜୀବୀ ସବୁଜ ବଲାଙ୍ଗୀର ଗ୍ରୁପ କରି ଦୁଇ ଦିନ ହେଲା ସଦେଇପାଲି ସ୍ଥିତ ଲୋୟର ସୁକତେଲ ବିସ୍ଥାପିତଙ୍କ କଲୋନୀରେ ସ୍ଥାନୀୟ ଲୋକଙ୍କୁ ନେଇ ବୃକ୍ଷରୋପଣ କରାଯାଇଛି । ଏଠାରେ ବଲାଙ୍ଗୀର ବନବିଭାଗର ଡିଏଫଓ ସୁଦର୍ଶନ ବେହେରାଙ୍କ ଉପସ୍ଥିତିରେ ୭୫ତମ ବନମହୋତ୍ସବ ପାଳିତ ହୋଇଛି । ମୁଖ୍ୟତଃ ମହିଳାମାନେ ଆଗ୍ରହର ସହିତ ବୃକ୍ଷରୋପଣ କରୁଥିବା ଦେଖାଯାଇଛି । ଏଠାରେ ପ୍ରାୟ ୨୦୦ଗଛ ରୋପଣ କରାଯାଇ ସାରିଛି ଓ ଏହାର ସଂରକ୍ଷଣ ଦାୟୀତ୍ୱ ନିଜେ ବିସ୍ଥାପିତ କଲୋନୀର ଲୋକେ ନେବାକୁ ସମ୍ମତି ଦେଇଛନ୍ତି । ଏଠାରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ,ବଲାଙ୍ଗୀର ରେଞ୍ଜର ନବୀନ ପଣ୍ଡା,ସବୁଜ ବଲାଙ୍ଗୀର ଗ୍ରୁପର ହେମନ୍ତ ପଣ୍ଡା, ପ୍ରଦୀପ ମହାନ୍ତି, ଜୟପ୍ରକାଶ ପୁରୋହିତ, ନାଗରିକ କମିଟିର ସଭାପତି ଡ.ଶ୍ରୀକର ମିଶ୍ର, ରାଧାକାନ୍ତ ମହାପାତ୍ର, ନୂତନ ଦାସଙ୍କ ସହ ଶତାଧିକ ବ୍ୟକ୍ତି ଉପସ୍ଥିତ ଥିଲେ l

ସେହିପରି ଗନ୍ଧରେଲ ସ୍ଥିତ ଆଶ୍ରମରେ ବରିଷ୍ଠନାଗରିକ ନବକୃଷ୍ଣ ସାହୁଙ୍କ ନେତତ୍ୱରେ ପ୍ରୀୟରଂଜନ ବହିଦାର ଓ ଅନ୍ୟମାନେ ବୃକ୍ଷରୋପଣ କରିଛନ୍ତି । ସ୍ଥାନୀୟ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ମଧ୍ୟ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଆର.କେ ଦଳାଇଙ୍କ ନେତୃତ୍ୱରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା । ଏଥିରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟକୁମାର ସେଠୀ ଓ ସମ୍ମାନୀତ ଅତିଥି ଭାବରେ ଡିଏସଏସଓ ମଦନଜିତ ହୋତା,ଏସଆଇଏଚଏମର ଅଧ୍ୟକ୍ଷ ଡ.ସୁରେଶ ଏକନାଥ, ଜିଲ୍ଲା ଯୋଜନା ଅଧିକାରୀ ସଂଜୟ ଦୀପ ପ୍ରମୁଖ ଯୋଗଦେଇ ବୃକ୍ଷରୋପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like