-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ବଧୁ ନିର୍ଯ୍ୟାତନା, ଶାଶୁ ଓ ଶ୍ୱଶୁର ଥାନାରେ ଅଟକ ।

28-Dec-2020



ବୁଗୁଡା  (ଡ଼ଃକୁମୁଦ ଚନ୍ଦ୍ର ବେହେରା) ଗଞ୍ଜାମ ଜିଲ୍ଲା, ବୁଗୁଡା ଥାନା ଅନ୍ତର୍ଗତ ମାଣିତରା ପାଞ୍ଚାୟତର ମଙ୍ଗରାଜପୁର ଗ୍ରାମରେ ଡିସେମ୍ବର ୨୭ ତାରିଖ ରାତ୍ରିରେ ନବବଧୁ ଙ୍କୁ ସ୍ଵାମୀଙ୍କ ଅନୁପସ୍ଥିତରେ ଶାଶୁ ଓ ଶ୍ବଶୁର ମାଡମାରି ବାନ୍ଧି ଅନ୍ୟ ଜଣଙ୍କ ଉଚ୍ଚା ବାଉଁଶ ଡୋଲିରେ ପକାଇ ଦେଇଥିଲେ। ୨୮ ତାରିଖରେ ସକାଳେ ଗ୍ରାମର ଲୋକମାନେ ଜାଣିବା ପରେ ନବବଧୁ ଝିଲି ଆରୁଖ ଓରଫ ଝିଲି ପ୍ରଧାନ(୨୦)ଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ବୁଗୁଡା ମେଡ଼ିକାଲକୁ ଏକ ଅଟୋରେ ନେଇଥିଲେ । ଅବସ୍ଥା ଗୁରୁତର ଥିବାରୁ ବୁବୁଡାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ବୁଗୁଡା ଥାନା ମଙ୍ଗରାଜପୁର ଗ୍ରାମର ସତ୍ୟ ନାରାୟଣ ଆରୁଖଙ୍କ ପୁଅ ଜିତେନ୍ଦ୍ର ଆରୁଖ ବୁଗୁଡା ଥାନା ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମର ପଠାଣି ପ୍ରଧାନଙ୍କ ଝିଅ ଝିଲି ପ୍ରଧାନ ଙ୍କୁ ବୈଦିକ ରୀତିରେ ପ୍ରାୟ ଦୁଇ ବର୍ଷ ପୂର୍ବେ ବିବାହ କରିଥିଲେ। ଝିଲିଙ୍କ ସ୍ୱାମୀ ଜିତେନ୍ଦ୍ର ଆରୁଖ ବର୍ତ୍ତମାନ ହାଇଦ୍ରାବାଦରେ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି। ଜିତେନ୍ଦ୍ରଙ୍କ ଅନୁପସ୍ଥିତିରେ  ଶ୍ୱଶୁର ସତ୍ୟନାରାୟଣ ଆରୁଖ ଓ ଶାଶୁ ଉଭୟେ ବୋହୁ ଝିଲିକୁ ଗତ ରାତିରେ ଭୀଷଣ ମାଡମାରି ଅନ୍ୟ ଜଣଙ୍କ ଉଚ୍ଚା ଡୋଲିରେ ବାନ୍ଧି ପକାଇ ଦେଇଥିଲେ । ୨୮ ତାରିଖ ସକାଳେ ଗ୍ରାମଲୋକେ ଝିଲିଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଏକ ଅଟୋ ଦ୍ୱାରା ବୁଗୁଡା ମେଡ଼ିକାଲକୁ ଚିକିତ୍ସା ପାଇଁ ନେଇଥିଲେ। ଖବର ପାଇ ଝିଲିର ବାପା ମାଆ ବୁଗୁଡା ମେଡ଼ିକାଲକୁ ଯାଇଥିଲେ। ଝିଲିଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇବା ପରେ ବୁଗୁଡା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ସବ-ଇନ୍ସପେକ୍ଟର କାର୍ତ୍ତିକ ନାୟକ ମଙ୍ଗରାଜପୁର ଗ୍ରାମକୁ ଯାଇ ଶାଶୁ ଓ ଶ୍ୱଶୁରଙ୍କୁ ବୁଗୁଡା ଥାନାକୁ ଆଣି ଅଟକ ରଖିଛନ୍ତି। ବର୍ତ୍ତମାନ ସୁଦ୍ଧା ଥାନାରେ କୌଣସି ଅଭିଯୋଗ ଦାଖଲ ହୋଇନଥିବା ଯୋଗୁଁ ମାମଲା ପଞ୍ଜୀକୃତ ହୋଇ ପାରିବ ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like