-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଭଏସ୍ ଅଫ୍ ମିଡିଆର ସ୍ଵାଗତ ସମାରୋହ*- *ଯୋଗ ଦେଲେ ବିଭିନ୍ନ ଜିଲ୍ଲା ର ପ୍ରତିନିଧି*- *ସାମ୍ୱାଦିକ ସୁରକ୍ଷା ଉପରେ ଗୁରୁତ୍ବ*-

03-Jul-2024



ସୋନପୁର: (ମନୋରଞ୍ଜନ ତ୍ରିପାଠୀ )
 ଆନ୍ତର୍ଜାତୀୟ ସାମ୍ବାଦିକ ସଂଗଠନ "ଭଏସ ଅଫ୍ ମିଡ଼ିଆ" ର ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର ସମସ୍ତ ସଦସ୍ୟ ମାନଙ୍କୁ ନେଇ ସୋନପୁର ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣ ରେ ଏକ ସ୍ଵାଗତ ସମାରୋହ ତଥା କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭାପତି ପ୍ରଭାତ କୁମାର ମିଶ୍ର ଯୋଗଦେଇ ସାମ୍ବାଦିକ ମାନଙ୍କ ଉପରେ ସରକାରଙ୍କ ବୈମାତୃକ ମନୋଭାବ ପ୍ରଦର୍ଶନ ଉପରେ ଆଲୋକପାତ କରିବା ସହ ରାଜ୍ୟରେ"ସାମ୍ବାଦିକ ସୁରକ୍ଷା ଆଇନ" ଲାଗୁ କରିବା ପାଇଁ ଦୃଢ଼ଦାବୀ କରାଯିବ ବୋଲି କହିଥିଲେ। "ଭଏସ୍ ଅଫ୍ ମିଡ଼ିଆ" ପକ୍ଷରୁ ଅନ୍ୟ ରାଜ୍ୟରେ ଦିଆ ଯାଉଥିବା ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ଓ ୫ ଲକ୍ଷ ଟଙ୍କାର ଦୁର୍ଘଟଣା ଜନିତ ବୀମା ସହ ବିଭିନ୍ନ ପ୍ରକାର ସୁବିଧା ଯଥାଶୀଘ୍ର ଓଡିଶାରେ ମଧ୍ୟ ଲାଗୁ କରାଯିବାକୁ ସରକାର ଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ମତ ରଖି ଥିଲେ। ସମ୍ମାନିତ ଅତିଥି ଭାବରେ ରାଜ୍ୟ ଉପ-ସଭାପତି ଆଶୁତୋଷ ରଥ ରାଜ୍ୟ ସରକାର ପଶୁପକ୍ଷୀ ଗଣନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରି ପାରୁଥିବା ବେଳେ ରାଜ୍ୟରେ ସଠିକ୍ ସାମ୍ବାଦିକ ଗଣନା ସହ କୌଣସି ଯୋଜନା କରି ପାରୁନଥିବା ବୈମାତୃକ ମନୋଭାବର ପରିଚୟ ବୋଲି ମତ ରଖିଥିଲେ। ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଧନେଶ୍ଵର ବିଦାର, ସମାଜସେବୀ ଭୋଜରାଜ ବାଗ, ରାଧେଶ୍ୟାମ ପଣ୍ଡା ସଭାପତି ସମ୍ବଲପୁର, ପଙ୍କଜ କୁମାର ସାହୁ ସଭାପତି ସୁନ୍ଦରଗଡ, ଭବାନୀ ଶଙ୍କର ପାଢ଼ୀ ସଭାପତି ବରଗଡ଼ ଯୋଗଦେଇ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ  ନିଜ ନିଜର ମତ ରଖିଥିଲେ। ନୂତନ ଭାବେ ଗଠନ ହୋଇଥିବା ଏହି ସଂଘ ର ସୁବର୍ଣ୍ଣପୁର ଜିଲ୍ଲା ସଙ୍ଗଠନ ସଭାପତି ଭାବେ ସିଦ୍ଧେଶ୍ୱର ଗିରି ଓ ବୌଦ୍ଧ ଜିଲ୍ଲା ସଭାପତି ଭାବେ ଆଶିଷ ବିହାରୀ ଠାକୁର ଙ୍କୁ ରାଜ୍ୟ ସଂଗଠନ ଏହି ବୈଠକ ରେ ମନୋନୀତ କରିଥିବା ବେଳେ ବିଜୟ ଆଚାର୍ଯ୍ୟଙ୍କୁ ରାଜ୍ୟ ସଂଗଠନ ସମ୍ପାଦକ ଦାୟିତ୍ଵ ଦିଆଯାଇଛି। ଏହି ସ୍ଵାଗତ ସମାରୋହରେ ବେଣୁଧର ପ୍ରଧାନ,ବୈଦ୍ୟନାଥ ସାମଲ,ଚୈତନ୍ୟ ପୋଥାଳ,ବସନ୍ତ ସ୍ୱାଇଁ ,ମୋତି ଲାଲ ବାଗ ପ୍ରମୁଖ ବହୁ ବରିଷ୍ଠ ସାମ୍ବାଦିକ ଯୋଗଦେବା ସହ ବୌଦ୍ଧ ଜିଲ୍ଲା ସାଧାରଣ ସମ୍ପାଦକ ବୃନ୍ଦାବନ ପାତ୍ର ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like