-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ରାଜ୍ୟ

କଂଗ୍ରେସ କାର୍ଯ୍ୟାଳୟ ସାମ୍ନାରେ ବିଜେପିର ବିକ୍ଷୋଭ ଘଟଣା: ୭୨ ଘଣ୍ଟାର ମହଲତ ଦେଲା କଂଗ୍ରେସ

03-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ସଂସଦରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟର ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ହୋଇଥିବା ବିକ୍ଷୋଭକୁ ନେଇ ଅଭାବନୀୟ ସ୍ଥିତି ଦେଖାଗଲା ପରେ ଜୟପୁର ବିଧାୟକ ଚେତାବନୀ ଦେଇଛନ୍ତି। ଏହି ଘଟଣାରେ ଆକ୍ରମଣକାରୀଙ୍କୁ ୭୨ ଘଣ୍ଟା ମଧ୍ୟରେ ଗିରଫ କରାନଗଲେ ସାରା ରାଜ୍ୟରେ କଂଗ୍ରେସ ଆନ୍ଦୋଳନ କରିବ ବୋଲି ସେ କହିଛନ୍ତି। ଆବଶ୍ୟକ ପଡ଼ିଲେ ୨୦ ହଜାର ଯୁବ ଛାତ୍ରଙ୍କ ସହ ବିଜେପି ପାର୍ଟି ଅଫିସରେ ଜୋର ଜବରଦସ୍ତ ପଶିବୁ ବୋଲି କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି।

ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ସଂସଦରେ ହିନ୍ଦୁ ଧର୍ମକୁ ନେଇ ଦେଇଥିବା ମନ୍ତବ୍ୟକୁ ବିରୋଧ କରି ମଙ୍ଗଳବାର ଅପରାହ୍ନରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହା ସହିତ ରାହୁଲଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଏହି ସମୟରେ ଯୁବ ମୋର୍ଚ୍ଚାର କର୍ମୀମାନେ କଂଗ୍ରେସ ଭବନ ସମ୍ମୁଖରେ ଲାଗିଥିବା ରାହୁଲ ଗାନ୍ଧୀଙ୍କ ଫଟୋ ଉପରକୁ ଗୋବର ମାରିଥିଲେ। କିଛି କର୍ମୀ କଂଗ୍ରେସ ଭବନ ଭିତରକୁ ଗଙ୍ଗା ଜଳ, ଫିନାଇଲ ପକାଇଥିଲେ।

ବିଜେପିର ଏହି ବିକ୍ଷୋଭ ସମୟରେ କଂଗ୍ରେସ ଭବନରେ ଯୁବ ଓ ଛାତ୍ର କଂ‌ଗ୍ରେସର କିଛି ନେତା ଉପସ୍ଥିତ ଥିଲେ। ସେମାନେ ବାହାରକୁ ଆସି ଏହାର ପ୍ରତିବାଦ କରିଥିଲେ। ଫଳରେ ଉଭୟ ପକ୍ଷ ମଧ୍ୟରେ ଯୁକ୍ତିତର୍କ ଓ ହାତାହାତି ହୋଇଥିଲା। ସଙ୍ଗେ ସଙ୍ଗେ ଏହା ଉଗ୍ର ରୂପ ନେଇଥିଲା। ଉଭୟ ପକ୍ଷ ପରସ୍ପରକୁ ‌‌ଟେକାପଥର ଫୋପାଡ଼ିଥିଲେ। ଏପରିକି ନିକଟରେ ପଡ଼ିଥିବା ଗୋବର ଓ ଅଇଁଠା ଖାଦ୍ୟକୁ ମଧ୍ୟ ଧରି ପରସ୍ପର ଉପରକୁ ଫିଙ୍ଗିଥିଲେ। କିଛି ସମୟ ପାଇଁ କଂଗ୍ରେସ ଭବନ ସାମ୍ନା ରଣକ୍ଷେତ୍ର ପାଲଟିଥିଲା। ପୁଲିସ ଆନ୍ଦୋଳନକାରୀଙ୍କୁ ଘଉଡ଼ାଇବାକୁ ଚେଷ୍ଟା କରୁଥିଲା ବେଳେ ଗୋବର ମାଡ଼ରୁ ବର୍ତ୍ତି ନଥିଲା। ଏହି ଆକ୍ରମଣରେ ବିଜେପି ଯୁବମୋର୍ଚ୍ଚାରୁ ୫ ଜଣ, ଛାତ୍ର କଂଗ୍ରେସର ୨ ଜଣ ଆହତ ହୋଇଛନ୍ତି। ଏହାସହ ଜଣେ ସାମ୍ବାଦିକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ତାଙ୍କ କାନରେ ଟେକା ବାଜିଥିବା ଜଣାପଡ଼ିଛି। ବିଜେପି ଯୁବମୋର୍ଚ୍ଚା ଏବଂ ଛାତ୍ର କଂଗ୍ରେସ ପକ୍ଷରୁ କ୍ୟାପିଟାଲ ଥାନାରେ ପରସ୍ପର ବିରୋଧରେ ଅଭିଯୋଗ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like