-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ରାଜ୍ୟ

କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟରେ ନୂତନ ବିଧାୟକ କହ୍ନେଇ ଡାଙ୍ଗ ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା, ଆବାସ ଯୋଜନା ଓ ଭତ୍ତା ପ୍ରଦାନରେ ସ୍ୱଚ୍ଛତା ଅବଲମ୍ବନ ପାଇଁ କଲେ ତାଗିଦ

03-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ନବ ନିର୍ବାଚିତ କଣ୍ଟାମାଳ ବିଧାୟକ ଶ୍ରୀଯୁକ୍ତ କହ୍ନେଇ ଚରଣ ଡାଙ୍ଗ ଆଜି ପ୍ରଥମକରି କଣ୍ଟାମାଳ ବ୍ଲକକୁ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିବା ସହ ଲୋକମାନଙ୍କୁ ତ୍ୱରିତ ସେବା ଯୋଗାଇବା ସହ କାର୍ଯ୍ୟରେ ସ୍ୱଚ୍ଛତା ଅବଲମ୍ବନ ପାଇଁ ବିଡ଼ିଓଙ୍କୁ କଡ୍ଡା ନିର୍ଦ୍ଦେଶ ଦେଇଥିଲେ  l  ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି ସଭାଗୃହରେ ବୁଧବାର ଏକ ସମୀକ୍ଷା ବୈଠକ ସମିତି ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସେନାପତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି  l   ଏଥିରେ କଣ୍ଟାମାଳ ନବନିର୍ବାଚିତ ବିଧାୟକ ଶ୍ରୀଯୁକ୍ତ କହ୍ନେଇ ଚରଣ ଡାଙ୍ଗ ଯୋଗଦେଇଥିବାବେଳେ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ ସଭା ପରିଚାଳନା କରିଥିଲେ   l  ସଭା ଆରମ୍ଭରେ ବ୍ଲକର ସମସ୍ତ କର୍ମଚାରୀ ଓ ଅଧିକାରୀ ନିଜ ନିଜ ପରିଚୟ ପ୍ରଦାନ କରିଥିଲେ  l   ବର୍ତ୍ତମାନ ସୁଦ୍ଧା କେଉଁ କେଉଁ ବିଭାଗରେ କେତେ କେତେ କାର୍ଯ୍ୟ ଅସମ୍ପୂର୍ଣ୍ଣ ରହିଛି, କେତେ କାର୍ଯ୍ୟ କାର୍ଯ୍ୟାଦେଶ ପରେ ମଧ୍ୟ କାର୍ଯ୍ୟାରମ୍ଭ ହୋଇନାହିଁ ଓ କେତେ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ସେ ସମ୍ପର୍କରେ ବିଧାୟକ ଶ୍ରୀ ଡାଙ୍ଗ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ  l   ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡିକୁ ଶୀଘ୍ର ସମ୍ପୂର୍ଣ୍ଣ ପାଇଁ ନିର୍ଦେଶ ଦେଇଥିଲେ  l   ସେହିପରି ଗରିବ ଖଟିଖିଆ, ମୁଲିଆ, ଚାଷୀ ମାନଙ୍କ ମୌଳିକ ସମସ୍ୟା ଉପରେ ଆଲୋଚନା କରିଥିଲେ  l  ଗରିବ ଖଟିଖିଆ ଲୋମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଆବାସ ଯୋଜନା ଓ ଭତ୍ତା ପ୍ରଦାନରେ ସ୍ୱଚ୍ଚତା ଅବଲମ୍ବନ କରିବା ସହ ଯଥା ସମୟରେ ଏବଂ ବିନା ଖର୍ଚ୍ଚାରେ ଯୋଗାଇ ଦେବା ନିମନ୍ତେ ବିଡ଼ିଓ ଓ କର୍ମଚାରୀ ମାନଙ୍କୁ

ବିଧାୟକ ଶ୍ରୀ ଡାଙ୍ଗ ତାଗିଦ କରିଥିଲେ   l   ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ପ୍ରତିନିଧି ଅନିଲ କୁମାର ପ୍ରଧାନ, ଖଲିଆପାଲି ସମିତିସଭ୍ୟ କେଦାରନାଥ ସାହୁ,ବରଗାଁ ସରପଞ୍ଚ ପିନାକଧର ରଣା ସମେତ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ, ଜଳ ଓ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ,ବରିଷ୍ଠ କିରାଣୀ, ଏପିଈଓ,କୋଷାଧ୍ୟକ୍ଷ୍ୟ, ଡିଇଓ,ସମସ୍ତ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ ସମେତ ବ୍ଲକର ସମସ୍ତ କର୍ମଚାରୀ ଓ ଅଧିକାରୀ ଉପସ୍ଥିତ ଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like