-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||     

HOME   ଜିଲ୍ଲା

ରଥଯାତ୍ରା ଉପଲକ୍ଷେ ସବୁ ବର୍ଷ ଭଳି ଏଥର ମଧ୍ୟ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବସ୍ତ୍ର ପ୍ରଦାନ କଲେ ପୂର୍ବତନ ବିଧାୟକ ଶ୍ରୀ ସଲୁଜା

04-Jul-2024



ସିନ୍ଧେକେଲା(ଦୀନେଶ ଜୈନ): ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ବିଧାୟକ ଭାବରେ ପରିଚିତ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ସନ୍ତୋଷ ସିଂ ସଲୁଜା ସବୁ ବର୍ଷ ଭଳି ଏଥର ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ୬୨ ଟି ଜଗନ୍ନାଥ ମନ୍ଦିର ସମେତ ଲାଠୋର , ସୁରଡ଼ା ଓ ଆଖପାଖ ଜଗନ୍ନାଥ ମନ୍ଦିରକୁ ମିଶି ୬୬ ଟି ମନ୍ଦିରରେ ପ୍ରଭୁଙ୍କୁ ଲାଗି ହେଉଥିବା ବସ୍ତ୍ର ପ୍ରଦାନ କରିବା ପାଇଁ ଲକ୍ଷ ରଖିଥିବାବେଳେ ଏହି ପରିପ୍ରେକ୍ଷୀରେ ବୁଧବାର ସିନ୍ଧେକେଲା ଶ୍ରୀ ଜଗନ୍ନାଥ ମନ୍ଦିର ପହଞ୍ଚି ପ୍ରଭୁଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପୂଜକ କାଜୁ ପାଣିଗ୍ରାହୀଙ୍କୁ ଓ ରାଜ ପରିବାରର ଟିଙ୍କୁ ସିଂଦେଓ ଙ୍କୁ ଦଧିବାମନ ମନ୍ଦିର ପାଇଁ ପ୍ରଭୁଙ୍କ ବସ୍ତ୍ର ପ୍ରଦାନ କରିଥିଲେ । ଏହି ଅବସରରେ କଂଗ୍ରେସ ଯୁବନେତା କୁନା ବାମିଡ଼ି , ତପନ ଜୈନ , ଦୁର୍ଗାପୂଜା କମିଟି ନବ ନିର୍ବାଚିତ ସଭାପତି ନରେଶ ରଣା , ରାଜୀବ ସାହୁ , ତୁଳସୀ ସୁନା , ରଥ ନିର୍ମାଣ ମିସ୍ତ୍ରୀ ଲକ୍ଷ୍ମୀକାନ୍ତ ସାହୁ , ପୂର୍ବତନ ସରପଞ୍ଚ ରାଜେଶ ଜୈନ , ସାମ୍ବାଦିକ ଦିନେଶ ଜୈନ , ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଙ୍ଘ ଉପ ସଭାପତି ଅନିଲ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀ ସଲୁଜା ତାଙ୍କ ମନ୍ତବ୍ୟରେ ଯେତେଦିନ ପର୍ଯ୍ୟନ୍ତ ପ୍ରଭୁ ଶକ୍ତି ଦେଇଥିବ ବିଧାୟକ ନଥାଇ ମଧ୍ୟ ଏହିଭଳି ଭକ୍ତି ତଥା ଲୋକଙ୍କ ସେବା ଜାରି ରହିଥିବ  ବୋଲି କହିଥିଲେ । ଏହି ସମୟରେ ସାମ୍ବାଦିକ ଦିନେଶ ଜୈନ ସାଲୁଜାଙ୍କୁ କହିଥିଲେ ଯେ ଆପଣ ବିଧାୟକ ନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଲ ତଥା ବାହାର ରାଜ୍ୟର ଲୋକେ କଣ୍ଟାବାଞ୍ଜି ବିଧାୟକ ଭାବେ ସାଲୁଜାଙ୍କୁ ହିଁ ଜାଣନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026

You Might Also Like