-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||     

HOME   ଜିଲ୍ଲା

ବିଧାୟକ ଲକ୍ଷ୍ମଣ ବାଗ ତରଫରୁ ସିନ୍ଧେକେଲା ଶ୍ରୀ ଜଗନ୍ନାଥ ମନ୍ଦିର ଓ ଦଧିବାମନ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରଭୁଙ୍କ ବସ୍ତ୍ର ପ୍ରଦାନ 

04-Jul-2024



ସିନ୍ଧେକେଲା(ଦୀନେଶ ଜୈନ): ବିଜେଡି ସୁପ୍ରିମୋ ତଥା ଲଗାତାର ୨୫ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଆସନରେ ରହିଥିବା  ନବୀନ ପଟ୍ଟନାୟକଙ୍କୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ବଡ଼ ବ୍ୟବଧାନ ଭୋଟରେ ପରାସ୍ତ କରି ବିଧାୟକ ହୋଇଥିବା

ଗ୍ରାମୀଣ ଅଞ୍ଚଳର ଲକ୍ଷ୍ମଣ ବାଗ ତରଫରୁ ଆଜି ସିନ୍ଧେକେଲା ଶ୍ରୀଜଗନ୍ନାଥ ମନ୍ଦିର ଓ ଦଧିବାମନ ମନ୍ଦିରରେ ମହାପ୍ରଭୁଙ୍କ ପାଇଁ ରଥଯାତ୍ରା ଉପଲକ୍ଷେ ବସ୍ତ୍ରପ୍ରଦାନ କରାଯାଇଛି। ଜଗନ୍ନାଥ ମନ୍ଦିରରେ ପୂଜକ କାଜୁ ପାଣିଗ୍ରାହୀ ଓ ଦଧିବାମନ ମନ୍ଦିରରେ ପଣ୍ଡିତ ଉମାଶଙ୍କର ତ୍ରିପାଠୀ ବସ୍ତ୍ର ଗ୍ରହଣ କରିଥିଲେ  ଏହି ଅବସରରେ ବସ୍ତ୍ର ପ୍ରଦାନ ମୁହୂର୍ତ୍ତରେ ବିଜେପି ଯୁବମୋର୍ଚା ସଭାପତି ନୌରାଜ ରଣା,ପରମା ସାହୁ, ପପ୍ପୁ ସାହୁ,  ମାରୱାଡ଼ି ଯୁବାମଞ୍ଚ ସଭାପତି ଅମିତ ଜୈନ, ରାଜ୍ ପରିବାରର ଉଦିତ ନାରାୟଣ ସିଂଦେଓ,  ବାବୁଲାଲ ସାହୁ, ମୁକେଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026

You Might Also Like