-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜ୍ୟ

ସାହିତ୍ୟ ଏକାଡେମୀର ମୁଲାକାତ କାର୍ଯ୍ୟକ୍ରମ, ବଙ୍ଗଳା ଗଳ୍ପ କବିତା ଶୁଣାଇଲେ ଯୁବ ଲେଖକ

04-Jul-2024



କୋଲକାତା(ପ୍ରେରଣା ଖବର): ସାହିତ୍ୟ ଏକାଡେମୀ ଏବଂ ନିଉ ଅଲିପୁର ମହାବିଦ୍ୟାଳୟ, କୋଲକାତାର ମିଳିତ ଆନୁକୂଲ୍ୟରେ ଏକ ମୁଲାକାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଜୟଦୀପ ଷଡ଼ଙ୍ଗୀ କାର୍ଯ୍ୟକ୍ରମ ଉଦ୍ଘାଟନ କରିଥିବାବେଳେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସାହିତ୍ୟ ଏକାଡେମୀ କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ । ଶ୍ରୀ ନାଏକ ନିଜ ବକ୍ତବ୍ୟରେ ଯୁବ ଲେଖକଙ୍କ କୃତିରେ ଥିବା ମାଟିର ବାସ୍ନା ଏବଂ ନୂତନ ବିଚାର ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ବିଶିଷ୍ଟ ଲେଖକ ତଥା ସାହିତ୍ୟ ଏକାଡେମୀର ବଙ୍ଗଳା ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ବିଭାସ ରାୟ ଚୌଧୁରୀ । କାର୍ଯ୍ୟକ୍ରମରେ ସାହିତ୍ୟ ଏକାଡେମୀର ଯୁବ ପୁରସ୍କାରପ୍ରାପ୍ତ ପାଞ୍ଚ ଜଣ ବଙ୍ଗଳା ଲେଖକ ସ୍ୱରଚିତ ଗଳ୍ପ ଓ କବିତା ପାଠ କରିଥିଲେ । ସାଂପ୍ରତିକ ସମୟ ଏବଂ ବିଜ୍ଞାନର ମାୟାଜାଲ ଉପରେ ରଚିତ ଉପନ୍ୟାସର ଏକ ଅଂଶ ପାଠ କରିଥିଲେ ସମିକ ଘୋଷ । ମାନବୀୟ ଦ୍ୱନ୍ଦ୍ୱ ଏବଂ ମୃତ୍ୟୁ ଚେତନା ସଂପର୍କିତ ଏକ କ୍ଷୁଦ୍ରଗଳ୍ପ ଶୁଣାଇଥିଲେ ସାୟମ ବନ୍ଦୋପାଧ୍ୟାୟ । ସେହିପରି ପ୍ରେମ, ପ୍ରକୃତି ଏବଂ ବ୍ୟକ୍ତିଗତ ଅନୁଭବରେ ଭରପୂର ବଙ୍ଗଳା କବିତା ପାଠ କରିଥିଲେ ରାକା ଦାସଗୁପ୍ତ, ସମ୍ରାଜ୍ଞୀ ବନ୍ଦୋପାଧ୍ୟାୟ ଏବଂ ଗୌରବ ଚକ୍ରବର୍ତ୍ତୀ । ପଠିତ ଉପନ୍ୟାସ, ଗଳ୍ପ ଏବଂ କବିତା ଉପରେ ନିଜର ମତାମତ ଉପସ୍ଥାପନ କରିଥିଲେ ଶ୍ରୀ ଚୌଧୁରୀ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ବହୁ ବଙ୍ଗଳା ଲେଖକ ଲେଖିକା ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like