-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ରାହୁଲ ଗାନ୍ଧୀ ବିରୋଧ ରେ ହିନ୍ଦୁ ମହାସଂଘ ର ଅଭିଯୋଗ

04-Jul-2024



(ମିହିର ଶଙ୍କର ପାତ୍ର,)
ଗତ ଜୁଲାଇ ୧ ତାରିଖ ଦିନ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସଂସଦ ରେ ହିନ୍ଦୁ ବାଦୀ ମାନଙ୍କୁ ହିଂସ୍ର ବୋଲି କହିଥିଲେ। ଏହାର ଦୃଢ ପ୍ରତିବାଦ କରିଛି ହିନ୍ଦୁ ମହାସଂଘ।  ୨ ତାରିଖ ଦିନ ମାର୍ଗଦର୍ଶକ ମଣ୍ଡଳୀ ର  ନିର୍ଦ୍ଦେଶନା ରେ ଆଜି ନବରଙ୍ଗପୁର ଏସପି ଙ୍କୁ ରାହୁଲ ଗାନ୍ଧୀ ବିରୋଧ ରେ ଅଭିଯୋଗ କରାଯାଇଛି। ଏଭଳି ଯେଉଁ ଯେଉଁ ସ୍ଥାନରେ ମହାସଂଘ ର ଶାଖା ଅଛି ଏସପି ଙ୍କୁ ଏବଂ ମହାମହିମ ରାଷ୍ଟ୍ରପତିଙ୍କୁ ରାହୁଲ ଗାନ୍ଧୀ ଙ୍କ ସାଂସଦ ପଦ ରଦ୍ଦ ପାଇଁ ଦାବୀପତ୍ର ପ୍ରଦାନ ପାଇଁ ନିଷ୍ପତ୍ତି ନିଆ ଯାଇଛି। ନବରଙ୍ଗପୁର ଏସପି ଙ୍କ କାର୍ଯ୍ୟାଳୟରେ ଅଭିଯୋଗ ଦେବା ସମୟରେ ଉପସ୍ଥିତ ଥିଲେ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର, ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା, ଅବିଭକ୍ତ କୋରାପୁଟ ଜିଲ୍ଲା ସଭାପତି ଜଗନ୍ନାଥ ଶତପଥୀ, ରଶ୍ମୀ ରଞ୍ଜନ ଆଶ୍ରମ ମୁଖ୍ୟ ନୀଳକଣ୍ଠ ପାଢ଼ୀ, ପ୍ରବକ୍ତା ଶ୍ୟାମସୁନ୍ଦର କବିରାଜ, ରାଜ୍ୟ ସାଧାରଣ ସମ୍ପାଦକ ଉମାକାନ୍ତ ବିଷୟୀ, ନବରଙ୍ଗପୁର ଜିଲ୍ଲା ସଭାପତି ରାଜେନ୍ଦ୍ର ନେଗୀ, ଜନଜାତି ହିନ୍ଦୁ ମହାସଂଘ ସଭାପତି ବିନୋଦ ସାନ୍ତା, ଗୋବର୍ଦ୍ଧନ ବାବା, ରାମ ଭକ୍ତ ବୈଦୁ ବାବା, ତାରିଣୀ ଭକ୍ତ ଧରମ ବାବା, ଜୟସେନ ନାଗେଶ ଏବଂ ଅନ୍ୟମାନେ। ଆଗାମୀ ଦିନରେ ଅନ୍ୟାନ୍ୟ ହିନ୍ଦୁ ସଂଗଠନ ମାନଙ୍କୁ ଏକତ୍ରିତ କରି ଆହୁରି ଅଧିକ ପ୍ରତିବାଦ କରାଯିବ ବୋଲି ମହାସଂଘ ସ୍ପଷ୍ଟ କରିଦେଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like