-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜ୍ୟ

ରଥଯାତ୍ରା ପ୍ରସ୍ତୁତି: ସମୀକ୍ଷା କଲେ ଡିଜିପ, ବଡ଼ଦାଣ୍ଡରେ ମକ୍‌ଡ୍ରିଲ୍‌

04-Jul-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ମହାପ୍ରଭୁଙ୍କ ଘୋଷଯାତ୍ରା-୨୦୨୪ ପାଇଁ ଗୁରୁବାର ଅପରାହ୍ନରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ପୁରୀରେ ସମୀକ୍ଷା ବୈଠକ କରିଛନ୍ତି। ପୌର ସଦନରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଶାନ୍ତିଶୃଙ୍ଖଳା ଓ କଡ଼ାସୁରକ୍ଷା ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି। ଚଳିତ ଥର ରଥଯାତ୍ରାରେ ୧୮୦ ପ୍ଲାଟୁନ ପୁଲିସ ମୁତୟନ ହେବେ। ସେହିପରି ରଥଯାତ୍ରା ଉପରେ ପ୍ରାୟ ୫୦୦ ପୁଲିସ ଅଧିକାରୀ ନଜର ରଖିବେ।ରଥଯାତ୍ରାରେ ଭକ୍ତଙ୍କ ସୁରକ୍ଷା ପାଇଁ ମକଡ୍ରିଲ ଅନୁଷ୍ଠିତ ‌ହୋଇଛି। ଆଜି ପୁରୀରେ ଅଗ୍ନିଶମ, ଏନଡିଆରଏଫ ଏବଂ ଓଡ୍ରାଫ୍ ପକ୍ଷରୁ ମକଡ୍ରିଲ କରାଯାଇଛି। କୌଣସି ପ୍ରକାରର ଅଘଟଣ ଘଟିଲେ ତାର କିପରି ମୁକାବିଲା କରାଯିବ ସେନେଇ ଅଭ୍ୟାସ କରାଯାଇଛି। ରଥଯାତ୍ରା ସମୟରେ ବଡ଼ ଦାଣ୍ଡରେ ଯଦି କୌଣସି ଭକ୍ତ ଅସୁସ୍ଥ ହୋଇପଡନ୍ତି ତାଙ୍କୁ ପ୍ରାଥମିକ ଚିକିତ୍ସା ପ୍ରଦାନ କରିବା। ଏବଂ ଗ୍ରିନ କରିଡର କରି କିଭଳି ଆମ୍ବୁଲାନ୍ସ ଯୋଗେ ମେଡିକାଲ ପହଂଚାଇବା ତାକୁ ନେଇ ମକଡ୍ରିଲ କରାଯାଇଛି।

ଭକ୍ତଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରଥଯାତ୍ରା ସମୟରେ ବିଭାଗୀୟ ଅଧିକାରୀମାନଙ୍କ ମଧ୍ୟରେ କିଭଳି ସମନ୍ବୟ ରଖି କାର୍ୟ୍ୟ କରାଯିବ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ଜିଲ୍ଲାପାଳ। ଆଜି ବଡ଼ ଦାଣ୍ଡରେ ଅଗ୍ନିଶମ, ଏନଡିଆରଏଫ, ଓଡ୍ରାଫ୍, ମେଡିକାଲ, ପୁଲିସ, ପରିବହନ, ଆମ୍ବୁଲାନ୍ସ, ପୂର୍ତ୍ତ ବିଭାଗ, ପୌର ପ୍ରଶାସନ ଆଦି ବିଭାଗ ପକ୍ଷରୁ ସମ୍ମିଳିତ ମକଡ୍ରିଲ କରାଯାଇଛି। ଯାହାର ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ସଙ୍କର ସ୍ବାଇଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like