-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡ଼ିଶା ଜଳସମ୍ପଦ ବ୍ରଟ୍ ଓଭର୍ ୱାର୍କ ଚାର୍ଜଡ୍ ଓ ୱେଜେଶ୍ ରେଗୁଲାର କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ସମ୍ୱର୍ଦ୍ଧନା ।

04-Jul-2024



ଭୁବନେଶ୍ବର (ପ୍ରେରଣା ଖବର )
ନିଖିଳ ଓଡ଼ିଶା ଜଳସମ୍ପଦ ବ୍ରଟୋଭର ୱାର୍କ୍ ଚାର୍ଜ୍ଡ ଏବଂ  ୱେଜେଶ୍ ରେଗୁଲାର କର୍ମଚାରୀ ସଂଘ ଭୁବନେଶ୍ବର ପକ୍ଷରୁ ସାଧାରଣ ସମ୍ପାଦକ,ଅଜିତ୍ କୁମାର ଦାସ ସଭାପତି,ଶ୍ରୀ ନରେଶ ଚନ୍ଦ୍ର ଭଞ୍ଜ କାର୍ଯ୍ୟକାରୀ ସଭାପତି,ଶ୍ରୀ ପ୍ରସନ୍ନ କୁମାର ପ୍ରଧାନ,ଉପସଭାପତି ସନ୍ତୋଷ କୁମାର ପତି,ସାଂଗଠନିକ ସମ୍ପାଦକ,ଗୋପାଳ କୃଷ୍ଣ ରାଉଳ,ମନୋଜ କୁମାର ପତି,କୋଷାଧ୍ୟକ୍ଷ, ସରୋଜ କୁମାର ସ୍ବାଇଁ,ବିଜୟ କୁମାର ଚର୍ଚି,କାର୍ଯ୍ୟକାରୀ ସଭାପତି ପ୍ରସନ୍ନ କୁମାର ପ୍ରଧାନ ଇତ୍ୟାଦି କର୍ମକର୍ତ୍ତା ଓଡ଼ିଶାର ସୁନାମ ଧନ୍ୟ ଓ ଜନପ୍ରିୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଯୁକ୍ତ ମୋହନ ଚରଣ ମାଝିଙ୍କୁ ତାଙ୍କ ବାସଭବନ ସମ୍ମୁଖରେ ପୁଷ୍ପଗୁଛ ଦ୍ଵାରା ସମ୍ବର୍ଦ୍ଧନା ସହିତ ସାଖ୍ୟାତ କରି ଜଳସମ୍ପଦ ବିଭାଗ ଅଧିନରେ କାର୍ଯ୍ୟରତ ଅବସର,ମୃତ ବ୍ରଟ ଓଭର ୱାର୍କ୍ ଚାର୍ଜଡ ଓ ୱେଜେସ୍ ରେଗୁଲାର କର୍ମଚାରୀଙ୍କ ସେଣ୍ଟ୍ରାଲ ପିଜି ଆକ୍ଟ ୧୯୭୨ ଅନୁଯାୟୀ ଏନଏମଆର/ଡିଏଲ୍ଆର ସମୟକୁ ହିସାବ କରି ଗ୍ରଚୁରିଟି ଓ ପୁରୁଣା ପେନସନ ପ୍ରଦାନ ନିମନ୍ତେ ମେମୋରେଣ୍ଡମ୍ ପ୍ରଦାନ  କରିଥିଲେ। ପୁର୍ବରୁ ମଧ୍ୟ  ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ଅବସର ପ୍ରାପ୍ତ ବ୍ରଟ ଓଭର୍ କର୍ମଚାରୀ ଟାଉନ ହଲ ପଡ଼ିଆରେ ଆୟୋଜିତ ହୋଇଥିବା ବିରାଟ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ  ବ୍ରଟ ଓଭର୍ କର୍ମଚାରୀମାନେ ଯଥା ଭଗବାନ ଜେନା,ଶରତ ମହାନ୍ତ,ଶଶିକାନ୍ତ ମହାକୁଡ,ରବୀନ୍ଦ୍ର ଆଇଚ,ଯେଉଁମାନେ କି ଅବସରପରେ ମୁଖ୍ୟ ଶାସନ ସଚିବ, ତଥା ବିଭିନ୍ନ ବିଭାଗ ସଚିବ ପଲିସି ନିଷ୍ପତି ପରେ ଓ ପ୍ରଭଗୀୟ ଲେବର କମିଶନରଙ୍କ ନିର୍ଦ୍ଦେଶାନାମା ଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରତିଶ୍ରୁତି ଛଡ଼ା ଗ୍ରାଚୁଇଟି ପୈଠ ନିମନ୍ତେ ଜଳ ସମ୍ପଦ ବିଭାଗ,ଭୁବନେଶ୍ଵର, ସବୋଚ ଯନ୍ତ୍ରୀ, ଜଳ ସମ୍ପଦ,ଭୁବନେଶ୍ଵର ନିର୍ଦ୍ଦେଶାନାମା ଦେଉନଥିବାରୁ ବହୁ ଦୁଃଖ ଦୁର୍ଦ୍ଦଶାରେ ପରିବାର ଭରଣ ପୋଷଣ କରୁଥିବାର ଶୁଣି ମାନ୍ୟବର   ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର  ଏହା ଉପରେ ପଦକ୍ଷେପ ନିମନ୍ତେ ପ୍ରତିଶ୍ରୁତି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026

You Might Also Like