-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଆରମ୍ଭ ହେଲା ସମ୍ପୂର୍ଣ୍ଣତା ଅଭିଯାନ

04-Jul-2024



ବଲାଙ୍ଗିର(ଚିତ୍ରସେନ ବେହେରା): ଜିଲ୍ଲାରେ ଆରମ୍ଭ ହୋଇଛି ସମ୍ପୁର୍ଣ୍ଣତା ଅଭିଯାନ । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ସକାଳୁ ସମ୍ପୁର୍ଣ୍ଣତା ଅଭିଯାନ ରାଲି କୁ ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲେ । ଆକାଂକ୍ଷୀ ଜିଲ୍ଲା ଏବଂ ଆକାଂକ୍ଷୀ ବ୍ଲକ ମାନଙ୍କୁ ନେଇ ଏହି ଅଭିଯାନ ଜୁଲାଇ ପହିଲା ରୁ ସେପ୍ଟେମ୍ବର ଶେଷ ଯାଏଁ ଚାଲିବ । ନୀତି ଆୟୋଗଙ୍କ ନିର୍ଦେଶ କ୍ରମେ ୬ ଗୋଟି ସୂଚକା ଙ୍କ ମାଧ୍ୟମରେ ମୂଲ୍ୟାଙ୍କନ କରା ଯାଇ ଲୋକ ମାନଙ୍କର ବଞ୍ଚିବାର ମାନ ଏବଂ ଗୁଣବତ୍ତାକୁ ଉନ୍ନତି କରାଯିବାର ଯୋଜନା ରଖା ଯାଇଛି ।  ୬ ଟି ସୂଚକା ଙ୍କ ମଧ୍ୟରେ ସ୍ବାସ୍ଥ୍ୟ ବିଭାଗ ର ୩ ଟି ସୂଚକା ଯଥା ଗର୍ଭବତୀ ମହିଳା ଙ୍କ ସ୍ବାସ୍ଥ୍ୟ ଯତ୍ନ , ଗର୍ଭଧାରଣ ସମୟରେ ସଠିକ ପୋଷଣ, ୯-୧୧ ମାସର ଶିଶୁ ଙ୍କ ରୋଗ ପ୍ରତିରୋଧକ ଶକ୍ତି ସଠିକ ରହିବା ଅନ୍ତର୍ଭୁକ୍ତ । ସେହିପରି କୃଷିରେ ଗୋଟିଏ ସୂଚକାଯଥା ମୃତିକ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ ଏବଂ ଶିକ୍ଷା ରେ ସେକେଣ୍ଡାରୀସ୍ତର ରେ ସମସ୍ତ ସ୍କୁଲ କୁ ବିଦ୍ୟୁତିକରଣ ଏବଂ ସ୍କୁଲ ଆରମ୍ଭ ହେବାର ମାସକ ମଧ୍ୟରେ ସମସ୍ତଙ୍କୁ ବହି ଯୋଗାଇଦେବା ଗୁଡିକ ଏହି ସମ୍ପୁର୍ଣ୍ଣତା ଅଭିଯାନରେ ସାମିଲ ଅଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଜୟାନନ୍ଦ ସେଠୀ, ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ  ପ୍ରଦୀପ କୁମାର ଗୁରୁ , ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣୀ ଲୀଳାବତୀ ନାଗ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ଏବଂ ନୀତିଆୟୋଗ ର ପ୍ରତିନିଧି ସୁରେନ୍ଦ୍ର କୁମାର ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ । ଜିଲ୍ଲାପାଳ ତାଙ୍କ ବକ୍ତବ୍ୟ ରେ ସମ୍ପୁର୍ଣ୍ଣତା ଅଭିଯାନର ଶତ ପ୍ରତିଶତ ସଫଳତା କାମନା କରିଥିଲେ । ସମସ୍ତ ସୂଚକା ପାଇଁ କିଛି ମାତ୍ର ରେ ଅଧିକ ପରିଶ୍ରମ କଲେ ସଫଳ ଜିଲ୍ଲା ସଫଳ ହେବ । ଆକାଂକ୍ଷୀ ନୁହେ ପ୍ରେରଣାଦାୟୀ ଜିଲ୍ଲା ରୂପେ ବଲାଙ୍ଗୀର କୁ ଗଢିବାକୁ ସେ ଆହ୍ବାନ କରିଥିଲେ । ଗଣମାଧ୍ୟମ ଏଥିପାଇଁ ସବୁଠୁ ଅଧିକ ଗୁରୁତ୍ବ ବହନ କରୁଛି ଏବଂ ସେ ସବୁ ସ୍ତର ରୁ ଏଥିପାଇଁ ସହୟଯୋଗ ଆଶା କରିଛନ୍ତି ବୋଲି କହିଥିଲେ । ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ପାଇଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ଦିଆ ଯାଇଥିଲା । ଶପଥ ପାଠ ଏବଂ ସ୍ବାକ୍ଷର କ୍ୟାପେନ ପରେ ନୁକକଡ ନୃତ୍ୟ ପୋଷ୍ଟିକ ଆହାର ପ୍ରଦର୍ଶନ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ଡାଇବେଟିକ୍ସ ଏବଂ ଚିନ୍ତାଜନକ ରୋଗ ର ପରୀକ୍ଷଣ ମଧ୍ୟ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like